ବିଜେଡି ପାଳିଲା 29 ତମ ପ୍ରତିଷ୍ଠା ଦିବସ

Spread the love

ଭୁବନେଶ୍ୱର :ଜେଏମଜେ ନ୍ୟୁଜ : ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ଅଛି ଓ ଶହେ ବର୍ଷ ରହିବ। କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି। ବିଜେଡି ଭାଙ୍ଗିଯିବ ବୋଲି କହୁଛନ୍ତି, କିନ୍ତୁ ବିଜେଡି ଅଛି ଓ ରହିବ।
ବିଜେଡି ଶହେ ବର୍ଷ ଓଡ଼ିଶାବାସୀଙ୍କ ସ୍ବର ହୋଇ ରହିବ। ଓଡ଼ିଶାର ବିକାଶରେ ବିଜୁ ଜନତା ଦଳ ସର୍ବଦା ଅଟଳ । ବିଜୁ ବାବୁଙ୍କ ଆଦର୍ଶ ଓ ଲକ୍ଷ ଲକ୍ଷ କର୍ମୀଙ୍କ ସମର୍ପଣରେ ବିଜୁ ଜନତା ଦଳ ଦେଶର ଶ୍ରେଷ୍ଠ ଆଞ୍ଚଳିକ ଦଳ ହୋଇଛି । ଦଳର ଗୌରବମୟ ୨୯ତମ ପ୍ରତିଷ୍ଠା ଦିବସ ଅବସରରେ ସମସ୍ତେ ସେବା, ସ୍ବାଭିମାନ ଓ ସଂଗ୍ରାମର ମନ୍ତ୍ରରେ ସଂକଳ୍ପବଦ୍ଧ ହୋଇ ଆଗକୁ ବଢ଼ିବାକୁ ନବୀନ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି।
ଏହାସହ ନବୀନ ବିରୋଧୀଙ୍କୁ ଟାର୍ଗେଟ୍‌ କରି କହିଛନ୍ତି, ୧୮ ମାସରେ ସରକାର ଥିବା ଭଳି ଲାଗୁନି। ଡବଲ ଇଞ୍ଜିନ ସରକାରରେ ବିକାଶ ନାହିଁ। ଚାଷୀଙ୍କୁ ସାର ମିଳୁନି। ଧାନ ମଣ୍ଡି ଖୋଲୁ ନାହିଁ। ମିଶନ ଶକ୍ତି ମା’ମାନେ ହଇରାଣ ହେଉଛନ୍ତି। ଯୁବ ସମାଜ ହତାଶ ହୋଇପଡ଼ିଛି। ଆଇନ ଶୃଙ୍ଖଳା ନ କହିବା ଭଲ। ମହିଳା ଅତ୍ୟାଚାର ବଢିବାରେ ଲାଗିଛି।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 68 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ