ଭିଜିଲାନ୍ସ ଜାଲରେ କୋରାପୁଟ ବନ ବିଭାଗ ଫରେଷ୍ଟର, ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍

Spread the love

କୋରାପୁଟ : ଜେଏମଜେ ନ୍ୟୁଜ : ଭିଜିଲାନ୍ସ ଜାଲରେ କୋରାପୁଟ ବନ ବିଭାଗ ଫରେଷ୍ଟର, ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍.. ଭିଜିଲାନ୍ସ ଜାଲରେ କୋରାପୁଟ ବନ ବିଭାଗ ଫରେଷ୍ଟର । ଭିଜିଲାନ୍ସ ପକ୍ଷରୁ କୋରାପୁଟ ବନ ବିଭାଗ ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ୫ଟି ଠିକଣାରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ । କୋରାପୁଟର ବନ ବିଭାଗ ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଅଭିଯୋଗ ଆସିଥିଲା । ଭୁବନେଶ୍ୱର ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଭିଜିଲାନ୍ସ ଟିମ୍ ଚଢାଉ ଜାରି ରଖିଛି । ଭୁବନେଶ୍ୱର, ଜଗତସିଂପୁର ଏବଂ କୋରାପୁଟ ଜିଲ୍ଲାରେ ନିରଞ୍ଜନ ଶତପଥୀ ୫ଟି ଠିକଣାର ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍ ।
ଭୁବନେଶ୍ୱର ଝାରପଡାର ପ୍ଲଟ୍ ନମ୍ବର ୪୦୮/୨୩୯୦/ ୬୩୮୮ରେ ଅବସ୍ଥିତ ଏକ ତିନି ମହଲା କୋଠା, ଜଗତସିଂହପୁର ଜିଲ୍ଲା ମୁକୁନ୍ଦପୁର ଥାନା ଅନ୍ତର୍ଗତ ବିଲା ଗାଁ ପୈତୃକ ଘର, କୋରାପୁଟ ବନ ବିଭାଗ ଅଧିନରେ ଥିବା ସେମିଳିଗୁଡ଼ା ସ୍ଥିତ ସରକାରୀ କ୍ୱାର୍ଟର, ସେମିଳିଗୁଡ଼ା ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଥିବା ତାଙ୍କ ଚାମ୍ବର ରେ ଏକକାଳୀନ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ ।

  • jmjnewso

    Related Posts

    ଭଞ୍ଜନଗର ଥାନାରେ ତୃତୀୟ ମୋବାଇଲ ମେଳା

    Spread the love

    Spread the loveଭଞ୍ଜନଗର : ଜେଏମଜେ ନ୍ୟୁଜ (ପୁରୁଷୋତ୍ତମ ମହାପାତ୍ର ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନାରେ ଚଳିତ ବର୍ଷର ତୃତୀୟ ମୋବାଇଲ ମେଳା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୩୫ଟି…

    କୁଶପଡା ରେ ନିଆରା ବାହୁଡା଼ ଯାତ୍ରା

    Spread the love

    Spread the love ଦିଗପହଣ୍ଡି : ଜେଏମଜେ ନ୍ୟୁଜ (ଗଜାନନ ତ୍ରିପାଠୀ ): ଓଡ଼ିଶା ରାଜ୍ୟ ଗଂଜାମ ଜିଲ୍ଲା ଦିଗପହଣ୍ଡିର କୁଶପଡ଼ାରେ ଗ୍ରାମରେ କବିରୀଜ ଡ଼କ୍ଟର ଗଜାନନ ତ୍ରିପାଠୀ ଆଇନଜୀବୀ ଏବଂ ସାମ୍ବାଦିକ ଙ୍କ ଦ୍ବାରା ପ୍ରତିଷ୍ଠିତ ଚତୁର୍ଦ୍ଧା ଦୁରୁ ଦିଅଁ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026