ମୁନାଙ୍କ ଟାର୍ଗେଟ ରେ ସେ ଦୁଇମୁଣ୍ଡିଆ କିଏ?

Spread the love

ଜେଏମଜେ ବ୍ୟୁରୋ : ବର୍ତ୍ତମାନ ଆମେ ବିଜୁ ବାବୁ ଫର୍ମୁଲା ଆପଣେଇବୁ । ଇଏ ଦୁଇ ମୁଣ୍ଡିଆମାନଙ୍କୁ ଆମେ ଛାଡିବୁନି। ଦୁଇ ମୁଣ୍ଡିଆ ଦୁଇ ପଟେ ଚାଲାକି ଦେଖାଇଲେ ଆଉ ଚଳିବନି । କାହା ଅଣ୍ଡରରେ ରହିବା ନାହିଁ, ନବୀନଙ୍କ ଅଣ୍ଡରରେ ରହି କାମ କରିବା ।ବିଜେଡି ପ୍ରତିଷ୍ଠା ଦିବସରେ ମଞ୍ଚରେ ଏଭଳି ଚେତାବନୀ ଦେଇଛନ୍ତି ରାଜ୍ୟସଭା ସାଂସଦ ।ସେ କହିଛନ୍ତି, “ବିଜୁ ବାବୁ କହୁଥିଲେ ଯେଉଁ ଅଫିସର କାମ କରୁନି ତାଙ୍କୁ ଚାପୁଡ଼ା ମାର । ଆମ ନେତା ନବୀନ ପଟ୍ଟନାୟକ ଆମକୁ ଶାନ୍ତି ଶୃଙ୍ଖଳାର ପାଠ ପଢ଼ାଇଥିଲେ । କିନ୍ତୁ ତାହା ଏବେ ଆଉ ଚଳିବ ନାହିଁ । ଦୁଇ ମୁଣ୍ଡିଆଙ୍କୁ ଆମେ ଛାଡ଼ିବୁ ନାହିଁ । ଯାହା ହେବ ଦେଖାଯିବ । ଆମେ ବିଜୁ ବାବୁଙ୍କ ଫର୍ମୁଲା ପ୍ରୟୋଗ କରିବୁ । ବିଜୁ ଜନତା ଦଳରେ ପାଣ୍ଡିଆନଙ୍କ ପ୍ରଭାବ ଓ ପତ୍ନୀ ସୁଜାତା କାର୍ତ୍ତିକେୟନଙ୍କ ଏଣ୍ଟ୍ରି ନେଇ ଚର୍ଚ୍ଚା ଭିତରେ ମୁନା ଖାଁଙ୍କ ଏଭଳି ଚେତାବନୀ ବେଶ ଚର୍ଚ୍ଚାର ବିଷୟ ହୋଇଛି ।

  • jmjnewso

    Related Posts

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026