ନୂଆବର୍ଷରେ ବିଶୃଙ୍ଖଳା ପରିସ୍ଥିତି ଏଡାଇବା ପାଇଁ ୧୫ ପ୍ଲାଟୁନ ଫୋର୍ସ ମୃତୟନ ହେବେ: ପୋଲିସ କମିଶନର

Spread the love

ଭୁବନେଶ୍ୱର :ଜେଏମଜେ ନ୍ୟୁଜ: (ସମୀର ରଞ୍ଜନ ନାୟକ )ନୂଆ ବର୍ଷ ପାଇଁ କମିସନରେଟ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା ।ପୋଲିସ କମିସନର ସୁରେଶ ଦେବଦତ୍ତ ସିଂଙ୍କ ସୂଚନା ।ସୁରକ୍ଷାରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ । ନିଜ ଥାନା ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବେ ସମସ୍ତ ଥାନା ଅଧିକାରୀ । ଅଗ୍ନିଶମ ବାହିନୀ ପକ୍ଷରୁ ମଧ୍ୟ ସରିଛି ଯାଞ୍ଚ ପ୍ରକ୍ରିୟା । ସୁରକ୍ଷିତ ସହ ଲୋକେ କିଭଳି ସେଲିବ୍ରେସନ କରିବେ ସେଥିପ୍ରତି ଗୁରୁତ୍ୱ । ମଦ୍ୟପ ଗାଡ଼ି ଚାଳକଙ୍କ ଉପରେ ନଜର ରହିବ ବୋଲି ପୋଲିସ କମିଶନର ।ମହିଳାମାନଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯାଇଛି, ନିର୍ଦ୍ଧାରିତ ସମୟ ସୀମା ଭିତରେ କାର୍ଯ୍ୟକ୍ରମ ସାରିବାକୁ ମଧ୍ୟ ନିର୍ଦେଶ ରହିଛି । ସବୁ ବାର, ରେଷ୍ଟୁରାଣ୍ଟ ମାଲିକମାନଙ୍କୁ ମଧ୍ୟ ନିର୍ଦେଶ ଦିଆଯାଇଛି ସେମାନେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବେ । ଅନ୍ୟପଟେ ନୂଆବର୍ଷ ରାତିରେ ମଦ୍ୟପ ଗାଡିଚାଳକମାନଙ୍କ ଉପରେ ନଜର ରହିବ କମିସନରେଟ ପୁଲିସ । ସମସ୍ତ ଥାନା ଅଧିକାରୀମାନେ ନିଜି ନିଜ ଥାନା ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବାକୁ ପୁଲିସ କମିସନର ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଅଗ୍ନିଶମ ବିଭାଗ ପକ୍ଷରୁ ମଧ୍ୟ ଯାଞ୍ଚ ପ୍ରକ୍ରିୟା ସରିଛି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 68 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ