ଏଣିକି ଅନଲାଇନ୍ ସହ ଅଫଲାଇନରେ ବି ପୈଠ କରିହେବ ଇ-ଚାଲାଣ।

Spread the love

ଭୁବନେଶ୍ଵର,:ଜେଏମଜେ ନ୍ୟୁଜ: (ସମୀର ରଞ୍ଜନ ନାୟକ) ଗାଡ଼ି ମାଲିକଙ୍କୁ ଆଶ୍ଵସ୍ତି। ଏଣିକି ଅନଲାଇନ୍ ସହ ଅଫଲାଇନରେ ପୈଠ କରିହେବ ଇ-ଚାଲାଣ। ଜନସାଧାରଣଙ୍କ ସୁବିଧା ପାଇଁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ନଗଦ ଅର୍ଥ ଗ୍ରହଣ ପାଇଁ RTOଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ଵତନ୍ତ୍ର ଭାବେ ଅଧିକାରୀଙ୍କୁ ଦାୟିତ୍ଵ ଦିଆଯିବ। ମୋବାଇଲ ନମ୍ବର ଅପଡେଟ ରଖି ନଥିବାରୁ OTP ପାଉ ନଥିବା ଗାଡ଼ି ମାଲିକ ଓ ଦୁର୍ବଳ ଇଣ୍ଟରନେଟ ଅଞ୍ଚଳର ଲୋକଙ୍କ ପାଇଁ ଏହି ନିୟମ ସହାୟକ ହେବ। ଅନଲାଇନରେ ପୂର୍ବ ଭଳି https://echallan.parivahan.gov.in/ ରେ ଇ- ଚାଲାଣ ପୈଠ କରିହେବ।ବଢୁଛି ପ୍ରଦୂଷଣ । ଯାହାକି ପରିବେଶକୁ କ୍ଷତି ପହଞ୍ଚାଉଛି । ଗାଡ଼ି ସଂଖ୍ୟାରେ ବୃଦ୍ଧି ଏବଂ ସେଥିରୁ ନିର୍ଗତ ଧୁଆଁ ଲାଗି ପରିବେଶ ପ୍ରଦୂଷଣ ବଢିଚାଲିଛି । ଯାହାକୁ ଦୃଷ୍ଟିରେ ରଖି ଅଧିକ ପ୍ରଦୂଷଣ ସୃଷ୍ଟି କରୁଥିବା ଗାଡ଼ି ଉପରେ କଟକଣା ଲାଗୁ କରିବା ଏବଂ ଯେଉଁ ସବୁ ଗାଡ଼ି ପରିବେଶ ଅନୁକୁଳ ନୁହେ, ସେମାନଙ୍କ ପ୍ରଦୂଷଣ ନିଯନ୍ତ୍ରଣ ସାର୍ଟିଫିକେଟ୍‌ (PUC) ଦେବା ପାଇଁ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି । ଏଥିପାଇଁ ସାରା ରାଜ୍ୟରେ PUC ଟେଷ୍ଟିଂ ଗାଡ଼ି ଆଗରେ ପ୍ରବଳ ଭିଡ଼ ହେଉଛି । ଲୋକମାନେ ନାହିଁ ନଥିବାର ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି । ତେବେ ଯେଉଁମାନଙ୍କ ମୋବାଇଲ ନମ୍ବର ଅପଡେଟ୍ ନାହିଁ ସେମାନ ମଧ୍ୟ ଚାଲାଣ କାଟିବାରେ ହଇରାଣ ହେଉଛନ୍ତି । କାହିଁକି ନା ଓଟିପି ଆସୁନାହିଁ । ଯାହାକୁ ଦୃଷ୍ଟିରେ ରଖି ପରିବହନ ବିଭାଗ ଅଫଲାଇନ୍‌ରେ ବି ଚାଲାଣ କାଟିବକୁ ନିଷ୍ପତ୍ତି ନେଇଛି ।

  • jmjnewso

    Related Posts

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    Spread the love

    Spread the love ଜେଏମଜେ ନ୍ୟୁଜ : ଅବସରପ୍ରାପ୍ତ ଅଣ-ଗେଜେଟେଡ୍ ଏବଂ ଗେଜେଟେଡ୍ ଦିଲ୍ଲୀ ପୁଲିସ ଅଧିକାରୀଙ୍କ ସଂଗଠନ, ଦିଲ୍ଲୀ ପୁଲିସ ମହାସଂଘ, ଜୁଲାଇ ୩୧ ରେ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜନ୍ତରମନ୍ତରରେ ଏକ ଶାନ୍ତିପୂର୍ଣ୍ଣ ଦିନିକିଆ ଧାରଣା…

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜଧାନୀ ଦିଲ୍ଲୀର ଜନ୍ତରମନ୍ତରରେ କକ୍ରୋଚ୍ ଜନତା ପାର୍ଟି(ସିଜେପି) ପକ୍ଷରୁ ବିକ୍ଷୋଭ ସମୟରେ, ପୁଲିସ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଲାଠିଚାର୍ଜ କରିଥିଲା ଏବଂ ଲୁହ ବୁହା ଗ୍ୟାସ୍ ମଧ୍ୟ ପ୍ରୟୋଗ କରିଥିଲା। ଏହି ମାମଲାର…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026