ବିଧାୟକ ଙ୍କୁ କୃତଜ୍ଞତା ଜଣାଇଲେ ନବ ନିଯୁକ୍ତ ସରକାରୀ ଆଇନଜୀବୀ ।

Spread the love

ବ୍ରହ୍ମପୁର : ଜେଏମଜେ ନ୍ୟୁଜ: ବହୁ ପ୍ରତିକ୍ଷୀତ ନବ ନିଯୁକ୍ତ ସରକାରୀ ଆଇନଜୀବୀ ମାନେ ମାନ୍ୟବର ବିଧାୟକ କେ ଅନିଲ କୁମାର ଏବଂ ଜିଲ୍ଲା ସଭାପତି ଶ୍ରୀ ସରୋଜ ସାବତ ଙ୍କୁ ଭେଟି କୃତଜ୍ଞତା ଜଣାଇବା ସହ ଆଗାମୀ ଦିନ ମାନଙ୍କରେ ହେଉଥିବା ଆଇନ୍ ସମ୍ବଧିତ କାର୍ଯ୍ୟ ଧାରା ଗୁଡ଼ିକ ସରକାରୀ ନିୟମ ଅନୁସାରେ ପାଳନ କରିବେ ବୋଲି ପ୍ରକାଶ କରିଛନ୍ତି। ସରକାରୀ ଆଇନଜୀବୀ (ପି ପି ) ଅଶୋକ ଶୁକ୍ଳ।
ବ୍ରହ୍ମପୁର ତଥା ଗଞ୍ଜାମ ଜିଲ୍ଲା ରୁ ଶ୍ରୀ ଶୁକ୍ଳ ଙ୍କୁ ଶୁଭେଚ୍ଛା ର ବାର୍ତ୍ତା ଛୁଟୁଛି।
ଏହି ଅବସରରେ ବିଧାୟକ ଙ୍କ କାର୍ଯ୍ୟାଳୟ ଠାରେ ଉପସ୍ଥିତ ଥିଲେ ଆଇନଜୀବୀ ସଞ୍ଜୟ ଜେନା,ପତିତ ଗନ୍ତାୟତ,ସୁନୀଲ ପଣ୍ଡା,ମଣ୍ଡଳ ସଭାପତି ଜଗନ୍ନାଥ ଜେନା, ବରିଷ୍ଠ ବି ଜେ ପି ସଦସ୍ୟ ତଥା ପଣ୍ଡିତ ଅକ୍ଷୟ କୁମାର ପାଢ଼ୀ ଯୁବ ନେତା କେ. ସାଇ କୁମାର।

  • jmjnewso

    Related Posts

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ‘ନୂଆଁଖାଇ’ ଉତ୍ସବ ପାଳନ କରାଯିବ । ଏଥିଲାଗି ସ୍ୱତନ୍ତ୍ର ଡକରା ପାଇ ନୂଆଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ୫ଟି ସାଂସ୍କୃତିକ ଦଳ । ସେ ଭିତରେ ରହିଛନ୍ତି ଅବିଭକ୍ତ…

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    Spread the love

    Spread the loveସମ୍ବଲପୁର :ଜେଏମଜେ ନ୍ୟୁଜ : ସମ୍ବଲପୁର ସହରର ଦେହେରିପାଲି ଅଞ୍ଚଳରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ଥାନୀୟ ଗଣେଶ ପୂଜା ପେଣ୍ଡାଲରେ ହଠାତ୍ ଭୟଙ୍କର ନିଆଁ ଲାଗି ସମଗ୍ର ମଣ୍ଡପ ଜଳିପୋଡ଼ି ଛାରଖାର ହୋଇଯାଇଛି ।…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 3 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 15 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 25 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 35 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 40 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 35 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ