G-RAM-G ଆଇନ ପ୍ରତିବାଦରେ ସାରା ଦେଶରେ ବିକ୍ଷୋଭ କରିବ କଂଗ୍ରେସ

Spread the love


ନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ: ମନରେଗା ଆଇନ ଉଚ୍ଛେଦକୁ ବିରୋଧ କରିବ କଂଗ୍ରେସ । ଏନେଇ ସାରା ଦେଶରେ ବିକ୍ଷୋଭ କରିବ ଜାତୀୟ କଂଗ୍ରେସ । ସଡ଼କ ଠାରୁ ଆରମ୍ଭ କରି ସଂସଦ ପର୍ଯ୍ୟନ୍ତ ବିକ୍ଷୋଭ କରାଯିବ । ଆଜି ଦିଲ୍ଲୀରେ ବସିଥିବା କାର୍ଯ୍ୟକାରିଣୀ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଜି-ରାମ-ଜି କେନ୍ଦ୍ର-ରାଜ୍ୟ ଭାଗୀଦାରୀକୁ ନେଇ ପ୍ରଶ୍ନ ଉଠାଇଛି କଂଗ୍ରେସ । ସଡ଼କ ଠାରୁ ଆରମ୍ଭ କରି ସଂସଦ ପର୍ଯ୍ୟନ୍ତ ପ୍ରତିବାଦ ଜାରି ରହିବ ବୋଲି କଂଗ୍ରେସ । ଏନେଇ ଏଆଇସିସି ମୁଖ୍ୟ ମଲ୍ଲିକାର୍ଜୁନ ଖଡଗେ ସୂଚନା ଦେଇଛନ୍ତି ।
ବିହାର ନିର୍ବାଚନ ଶେଷ ହେବା ପରେ ଆଜି ପ୍ରଥମ ଥର କଂଗ୍ରେସ କାର୍ଯ୍ୟକାରିଣୀ କମିଟି ବୈଠକ ବସିଛି । ବୈଠକରେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡଗେ, ଶଶୀ ଥରୁର, ରାଜୀବ ଶୁକ୍ଳା, ଭୂପେସ ବାଘେଲ, ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ, ସିଦ୍ଧରମୟା ପ୍ରମୁଖ ନେତା ଉପସ୍ଥିତ ରହିଥିଲେ ।

  • jmjnewso

    Related Posts

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…