ବିଧାୟକ, ମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ନବନିଯୁକ୍ତ ଏପିପି.

Spread the love

କବିସୂର୍ଯ୍ୟନଗର (ଜେଏମଜେ ନ୍ୟୁଜ ): ରାଜ୍ୟ ସରକାର ଙ୍କ ପକ୍ଷରୁ ବିଭିନ୍ନ କୋର୍ଟ ରେ ସରକାରୀ ସହକାରୀ ଓକିଲ ନିଯୁକ୍ତି ସରିଲା ଏହି ଅବସରରେ କବିସୂର୍ଯ୍ୟନଗର ଜେଏମ ଏଫସି ରେ ନିଯୁକ୍ତି ପାଇଥିବା ସରକାରୀ ସହକାରୀ ଓକିଲ ପ୍ରଭାତ ସାମଲ ଏବଂ ଏକଜ୍ୟୁଟିଭ ମାଜିଷ୍ଟ୍ରେଟ ଙ୍କ ସରକାରୀ ସହକାରୀ ଓକିଲ ବି. ଶଙ୍କର ପାତ୍ର କବିସୂର୍ଯ୍ୟନଗର ବିଧାୟକ ଙ୍କୁ କୃତଜ୍ଞତା ଜଣାଇବା ସହ ଆଇନ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ଜଣାଇଛନ୍ତି। ସେହିପରି କବିସୂର୍ଯ୍ୟନଗର ରେ ନିଯୁକ୍ତି ମିଳିଥିବା ଅନ୍ୟ ମାନଙ୍କ ମଧ୍ୟରେ
ଯଦୁକୁଳ ପଟ୍ଟନାୟକ, ମୁରଲୀଧର ପାଣିଗ୍ରାହୀ, ସୁବାସ ଚନ୍ଦ୍ର ରେଡି ଓ ଲକ୍ଷ୍ମୀ କୁମାରୀ ପାଇକରାୟ ଙ୍କୁ ନିଯୁକ୍ତି ମିଳିଥିବା ଆଇନ ବିଭାଗ ଚିଠିନଂ 1-LR-18/2025…21321/ 24 ଡିସେମ୍ବର 2025 ରୁ ଜଣାଯାଇଛି.

  • jmjnewso

    Related Posts

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ସ୍ଥାନୀୟ ଗାନ୍ଧିନଗରସ୍ଥିତ ପ୍ରଥମ ଗଳି ଏକ୍ସଟେନସନ ଅନିଲ କମର୍ସ ଇନଷ୍ଟିଚ୍ୟୁଟ ର ଅନିଲ୍ସ ଉତ୍ସବ ୨୦୨୬ ଗଞ୍ଜାମ କଳାପରିଷଦ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରହ୍ମପୁର ବିଧାୟକଙ୍କ ପ୍ରତିନିଧି…

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    Spread the love

    Spread the loveଧରାକୋଟ : ଜେଏମଜେ ନ୍ୟୁଜ : ଧରାକୋଟ ବ୍ଲକ ମାଣିକପୁର ପଞ୍ଚାୟତ ଢ଼ଉପଦା ଗାଁ ରେ ଦୁର୍ଘଟଣା l ନାବାଳିକା ଉପରେ ମାଡ଼ିଗଲା ଘରୋଇ ବସ୍ l ଘଟଣାସ୍ଥଳରେ ନାବାଳିକା ଙ୍କ ମୃତ୍ୟୁ l ବସ ନେଇ ଚମ୍ପଟ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 3 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 15 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 25 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 35 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 40 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 35 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ