ବରିଷ୍ଠ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

Spread the love

ଭୁବନେଶ୍ବର: ଜେଏମଜେ ନ୍ୟୁଜ : ନୂଆ ବର୍ଷ ଆରମ୍ଭରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଆଜି ମୁଖ୍ୟ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଅନୁ ଗର୍ଗ । ଅନୁଙ୍କ ସ୍ଥାନରେ ଦେଓରଞ୍ଜନ ସିଂ ହେଲେ ଉନ୍ନୟନ କମିଶନର । ସତ୍ୟବ୍ରତ ସାହୁଙ୍କୁ ରାଜସ୍ୱ ପରିଷଦର ସଦସ୍ୟ ଭାବେ ଦାୟିତ୍ୱ ଦିଆଯାଇଛି ।

ଶୁଭା ଶର୍ମା ଜଳ ସମ୍ପଦ ବିଭାଗର ଅତିରିକ୍ତ ଦାୟିତ୍ୱ ସମ୍ଭାଳିବେ । ରାଜେଶ ପ୍ରଭାକର ପାଟିଲଙ୍କୁ ରାଜ୍ୟର ସ୍ୱତନ୍ତ୍ର ରିଲିଫ୍ କମିଶନର (SRC) କରାଯାଇଛି । ଏଥିସହିତ ସେ OSDMAର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ହେମନ୍ତ ଶର୍ମା ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ (ACS) ଭାବେ କାର୍ଯ୍ୟଭାର ସମ୍ଭାଳିବେ ।

ଭାସ୍କରଜ୍ୟୋତି ଶର୍ମା ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ । ପ୍ରଶାସନିକ ସ୍ତରରେ ଜିଲ୍ଲାପାଳଙ୍କ ମଧ୍ୟରେ ମଧ୍ୟ ଅଦଳବଦଳ ହୋଇଛି। ମଧୁସ୍ମିତା ରଥଙ୍କୁ ନୟାଗଡ଼ର ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଥିବା ବେଳେ, ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କୁ ଗଜପତି ଜିଲ୍ଲାର ଦାୟିତ୍ୱ ପ୍ରଦାନ କରାଯାଇଛି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ