ଆମ ବସ ଗାଡି ଚାଳକ ଙ୍କୁ ସ୍କ୍ରିନିଂ ଟେଷ୍ଟ ପାସ୍‌ ବାଧ୍ୟତାମୂଳକ: ଉଷା ପାଢ଼ୀ

Spread the love


ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଆମ ବସ୍‌ ଦୁର୍ଘଟଣା ରୋକିବାକୁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ରବିବାର ବସିଥିବା ଉଚ୍ଚସ୍ତରୀୟ ବୈଠକ ପରେ ପରିବହନ ସଚିବ ଉଷା ପାଢ଼ୀ ବସ୍‌ ଚଳାଚଳ ଉପରେ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ଡ୍ରାଇଭରଙ୍କ ଏଣିକି ଥାର୍ଡ ପାର୍ଟି ସ୍କ୍ରିନିଂ ଟେଷ୍ଟ କରାଯିବ। ସ୍କ୍ରିନିଂ ଟେଷ୍ଟ ପାସ୍‌ କଲେ ଗାଡ଼ି ଚଳାଇବାକୁ ଡ୍ରାଇଭରଙ୍କୁ ଅନୁମତି ମିଳିବ।
ନଚେତ ମିଳିବ ନାହିଁ ବୋଲି ସଚିବ ପାଢୀ ଗଣମାଧ୍ୟମକୁ କହିଛନ୍ତି।ଯେଉଁ ଡ୍ରାଇଭର ଅଧିକ ସମ୍ବେଦନଶୀଳ ପ୍ରମାଣ କରିବେ ଇନ୍‌ସେଣ୍ଟିଭ ମିଳିବ। ଲେନ୍‌ ଡ୍ରାଇଭିଂକୁ ଗୁରୁତ୍ୱ ଦିଆଯାଉଛି। ମାସେ ପର୍ଯ୍ୟନ୍ତ ଅନୁଧ୍ୟାନ କରିବୁ। ରୋଡ ସେଫ୍ଟି ପାଇଁ ଇଣ୍ଟିଗ୍ରେଟେଡ କମାଣ୍ଡ କଣ୍ଟ୍ରୋଲ ସିଷ୍ଟମ ରହିଛି। ସ୍ମାର୍ଟ ସିଟି ଅଫିସ୍‌ରେ କିମ୍ବା କ୍ରୁଟ ଅଫିସ୍‌ରେ ଏମ୍‌ଡି ତଦାରଖ କରିବେ। ଯଦି ଆମ ବସ୍‌ ଟ୍ରାଫିକ ନିୟମ ଭାଙ୍ଗେ, ତା’ହେଲେ ଇ-ଚାଲାଣ କଟିବ। ତଦାରଖ ପାଇଁ ୫ ଜଣିଆ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି ବୋଲି ସଚିବ କହିଛନ୍ତି। କମିଟିରେ ପରିବହନ କମିଶନର, ଡିସିପି, ଟ୍ରାଫିକ ଡିସିପି, କ୍ରୁଟ ଅଧିକାରୀ, ସଦସ୍ୟ ରହିଛନ୍ତି।

  • jmjnewso

    Related Posts

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    Spread the love

    Spread the loveଜେଏମଜେର ବ୍ୟୁରୋ : ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଥିଲେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଉ ଗୁରୁବାର ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଛନ୍ତି ନବୀବ ।…

    ବିଲ୍ ବାକି ଥିଲେ ବି କାଟିପାରିବେନି ବିଦ୍ୟୁତ ସଂଯୋଗ: ଶକ୍ତିମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ବିଲ୍ ବାକି ଥିଲେ ବି କାଟିପାରିବେନି ବିଦ୍ୟୁତ ସଂଯୋଗ, ବିତରଣ କମ୍ପାନୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ।ବିଲ୍ ବାକି ଥିଲେ ବି କଟିବନି ବିଜୁଳି..ବିଦ୍ୟୁତ୍ ବିତରଣ କମ୍ପାନୀ ମାନଙ୍କୁ ନିର୍ଦ୍ଦେଶ.…

    Leave a Reply

    Your email address will not be published. Required fields are marked *

    You Missed

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

    କଣ୍ଟାମାଳରେ ବାବା ସାହେବ ଡଃ ଆମ୍ୱେଦକର ଜନ୍ମ ଜୟନ୍ତୀ ପାଳିତ

    କଣ୍ଟାମାଳରେ ବାବା ସାହେବ ଡଃ ଆମ୍ୱେଦକର ଜନ୍ମ ଜୟନ୍ତୀ ପାଳିତ

    ଭରତ ରତ୍ନ ଡକ୍ଟର ଭୀମ ରାଓ ଆମ୍ବେଦକର ଙ୍କ ଜୟନ୍ତୀ

    ଭରତ ରତ୍ନ ଡକ୍ଟର ଭୀମ ରାଓ ଆମ୍ବେଦକର ଙ୍କ ଜୟନ୍ତୀ

    ଶ୍ରୀ ହନୁମାନ ସ୍ୱେଚ୍ଛାସେବୀ ଯୁବକ ସଙ୍ଘ ତରଫରୁ ୧୯ ତମ ମହା ବିଷୁବ ପଣା ସଂକ୍ରାନ୍ତି

    ଶ୍ରୀ ହନୁମାନ ସ୍ୱେଚ୍ଛାସେବୀ ଯୁବକ ସଙ୍ଘ ତରଫରୁ ୧୯ ତମ ମହା ବିଷୁବ ପଣା ସଂକ୍ରାନ୍ତି