ନୂତନ ଭତ୍ତା ବାଣ୍ଟିଲେ. ମନ୍ତ୍ରୀ

Spread the love

ବୁଗୁଡା: ଜେଏମଜେ ନ୍ୟୁଜ (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲାର ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଭତ୍ତା ବଣ୍ଟନ ହୋଇଯାଇଛି। ସକାଳ ୧୦ ଘଣ୍ଟିକା ସମୟରେ ପରିଷଦ ପ୍ରାଙ୍ଗଣରେ ଅନୁଷ୍ଠିତ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ଯମ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ନୂତନ ଭାବେ ୩୫ ଜଣ ବାଦ୍ଧକ୍ୟ, ବିକଳାଙ୍ଗ ଓ ବିଧବା ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବୁଗୁଡା ଏନଏସି ନଗରପାଳ ଚିତ୍ରସେନ ପ୍ରଧାନ ଅଧ୍ଯକ୍ଷତା କରିଥିବା ବେଳେ କାର୍ଯ୍ୟନିର୍ବାହୀ ଅଧୂକାରୀ ବିଭୁତି ଭୂଷଣ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସମେତ ସମସ୍ତ କାଉନସିଲର, ହିତାଧୂକାରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ ।

  • jmjnewso

    Related Posts

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ସ୍ଥାନୀୟ ଗାନ୍ଧିନଗରସ୍ଥିତ ପ୍ରଥମ ଗଳି ଏକ୍ସଟେନସନ ଅନିଲ କମର୍ସ ଇନଷ୍ଟିଚ୍ୟୁଟ ର ଅନିଲ୍ସ ଉତ୍ସବ ୨୦୨୬ ଗଞ୍ଜାମ କଳାପରିଷଦ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରହ୍ମପୁର ବିଧାୟକଙ୍କ ପ୍ରତିନିଧି…

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    Spread the love

    Spread the loveଧରାକୋଟ : ଜେଏମଜେ ନ୍ୟୁଜ : ଧରାକୋଟ ବ୍ଲକ ମାଣିକପୁର ପଞ୍ଚାୟତ ଢ଼ଉପଦା ଗାଁ ରେ ଦୁର୍ଘଟଣା l ନାବାଳିକା ଉପରେ ମାଡ଼ିଗଲା ଘରୋଇ ବସ୍ l ଘଟଣାସ୍ଥଳରେ ନାବାଳିକା ଙ୍କ ମୃତ୍ୟୁ l ବସ ନେଇ ଚମ୍ପଟ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 22 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 19 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 27 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 35 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 40 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 36 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ