ବିଧାୟକଙ୍କୁ ନବୀନ ନିବାସ ଡକରା, ଅପରାହ୍ନ ୫ଟାରେ ବଡ଼ ବୈଠକ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ ଅପରାହ୍ନ ୫ଟାରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏନେଇ ସମସ୍ତ ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡକରା ହୋଇଛି । ରାଜ୍ୟ ସଭା ନିର୍ବାଚନକୁ ନେଇ ମାନସମନ୍ଥନ ହେବା ନେଇ ଜଣାପଡୁଛି ।ରାଜ୍ୟ ସଭା ନିର୍ବାଚନ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି । ଏହାରି ଭିତରେ ଗୁରୁବାର ସଂଧ୍ୟାରେ ବିଜେଡିର ପିଏସି ବୈଠକ ବସିଥିଲା ।

ତେବେ ପ୍ରାର୍ଥୀ କିଏ ହେବ ସେନେଇ ବିଜେଡି ସୁପ୍ରିମୋ ନିଷ୍ପତ୍ତି ନେବେ ବୋଲି ପ୍ରମିଳା ମଲ୍ଲିକ କହିଥିଲେ । ଏହାରି ଭିତରେ ଆଜି ନବୀନଙ୍କ ଅଧ୍ୟକ୍ଷତାରେ ବୈଠକ ବସିବାକୁ ଯାଉଛି । ଅପରାହ୍ନ ୫ଟାରେ ହେବାକୁ ଥିବା ବୈଠକରେ ସମସ୍ତ ବିଜେଡି ବିଧାୟକଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଛି । ତେବେ ଆଗାମୀ ରାଜ୍ୟ ସଭା ନିର୍ବାଚନରେ ବିଜେଡି ପକ୍ଷରୁ କିଏ ପ୍ରାର୍ଥୀ ହେବେ ଆଜି ନିଷ୍ପତ୍ତି ହୋଇପାରେ ବୋଲି ଚର୍ଚ୍ଚା ହେଉଛି ।

ପ୍ରକାଶଥାଉକି, ରାଜ୍ୟ ସଭା ନିର୍ବାଚନ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ । ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି ।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 65 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ