ସାଇ ସରସ୍ବତୀ ଶିଶୁ ମନ୍ଦିରର ବାର୍ଷିକୋତ୍ସବ

Spread the love

ବୁଗୁଡ଼ା: ଜେଏମଜେ ନ୍ୟୁୁଜ (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସାଇ ସରସ୍ବତୀ ଶିଶୁ ମନ୍ଦିର ପକ୍ଷରୁ ସଭାପତି ମାନସ କୁମାର ପ୍ରଧାନଙ୍କ ପୌରହିତ୍ଯରେ ତ୍ରୟୋଦଶତମ ବାର୍ଷିକ ଉତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଶ୍ରୀ ବିରଞ୍ଚି ନାରାୟଣ ମଠାଧୀଶ ଭକ୍ତରାମ ଦାସ , ମୁଖ୍ୟ ବକ୍ତା ଭାବେ ଶିକ୍ଷକ ଜୟନ୍ତ କୁମାର ପଟ୍ଟନାୟକ , ସମ୍ମାନିତ ଅତିଥି ଭାବେ ତାଳସାକର ୟୁପି ସ୍କୁଲ ପ୍ରଧାନ ଶିକ୍ଷକ ସିମାଞ୍ଚଳ ସେଠୀ, ଏମଆରଟିଏସ୍ ଚାରିଟେବୁଲ୍ ଟ୍ରଷ୍ଟ ଅଧ୍ଯକ୍ଷ ଦେବୀ ପ୍ରସାଦ ଦାଶ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲା ବେଳେ ପ୍ରଧାନାଚାର୍ଯ୍ଯ ଶ୍ଯାମ ସୁନ୍ଦର ନାୟକ ବାର୍ଷିକ ବିବରଣୀ ପଠନକରିଥିଲେ । ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା । ଏଥି ସହ ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ସମ୍ପାଦକ ଦୁର୍ଗା ପ୍ରସାଦ ଦାଶ ଅତିଥି ପରିଚୟ ପ୍ରଦାନ ଏବଂ ପରିଶେଷରେ ଗୁରୁଜୀ ସୁରେଶ ଚନ୍ଦ୍ର ପାଢି ଧନ୍ୟବାଦ ଅର୍ପଣ କରିଥିଲା ବେଳେ ପରିଚାଳନାରେ ସମସ୍ତ ସେବାବ୍ରତୀ ସକ୍ରିୟ ସହଯୋଗ କରିଥିଲେ।

  • jmjnewso

    Related Posts

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    Spread the love

    Spread the love କୋଦଳା : ଜେଏମଜେ ନ୍ୟୁଜ (ଭଗବାନ ପାଢ଼ୀ ): ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ ଟଙ୍କା.. ତାହା ପୁଣି ସରକାରୀ ଟଙ୍କା।ବିଜେପି ରଙ୍ଗ, ବିଜେପି ଚିହ୍ନ, ଲଗାଇ ନେତା ମନ୍ତ୍ରୀ ଙ୍କୁ ଖୁସି…

    ଆଜି ଶ୍ରୀଜିଉଙ୍କ ଅଧର ପଣା ଭୋଗ ଲାଗି ନୀତି

    Spread the love

    Spread the loveପୁରୀ :ଜେଏମଜେ ନ୍ୟୁଜ : ଆଜି ଦ୍ୱାଦଶୀ ତିଥିରେ ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଲାଗିବ । ଶ୍ରୀମନ୍ଦିର ପ୍ରଶାସନ ଅନୁସାରେ ଅଧର ନୀତି ସମୟ ରାତି ୮ଟା ରହିଛି । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧର ଉଚ୍ଚା ତୁମ୍ୱାକୃତି…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…