କ୍ରୀଡା ଶିକ୍ଷୟିତ୍ରୀଙ୍କୁ ଅବସରକାଳିନ ସମ୍ବର୍ଦ୍ଧନା।

Spread the love

ବୌଦ୍ଧ : ( ପୂର୍ଣ୍ଣ ଚରଣ ସାହୁ )ବୌଦ୍ଧ ବ୍ଲକ ବାଉଁଶୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷୟିତ୍ରୀ ବୈଜୟନ୍ତୀ ରଥଙ୍କୁ ଜାତୀୟ ଦିବସ ପାଳନ ପରିଚାଳନା କମିଟି ବାଉଁଶୁଣୀ ପକ୍ଷରୁ ଅବସରକାଳିନ ସମ୍ବର୍ଦ୍ଧନା ଦିଆଯାଇଛି। କମିଟି ସଭାପତି ଦଶରଥ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ ହରିହର ମେହେର, ଶିକ୍ଷକ ସଦାନନ୍ଦ ମିଶ୍ର, ସନ୍ତୋଷ ଥନାପତି, ଆନନ୍ଦ ରଥ, ପୂର୍ଣ୍ଣଚନ୍ଦ୍ର ମେହେର, ମନୋଜ ଗାଇଗୌରିଆ, କ୍ରୀଡା ସଂଗଠକ ପ୍ରବୀଣ ମିଶ୍ର, କଣ୍ଠଶିଳ୍ପୀ ସଞ୍ଜୟ ମେହେର, କ୍ରିକେଟ ଖେଳାଳି ଖାନାପୁରୀ ମେହେର ପ୍ରମୁଖ ଯୋଗ ଦେଇ ଶ୍ରୀମତୀ ରଥଙ୍କୁ ସମ୍ବର୍ଦ୍ଧନା ଜଣାଇଥିଲେ। କମିଟିର ଉପସଭାପତି ସୁନୀଲ୍ ବାରିକ ଧନ୍ୟବାଦ ଦେଇଥିଲେ।

  • jmjnewso

    Related Posts

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    Spread the love

    Spread the loveଗତକାଲି ରାତିରେ ବିବାହ ପ୍ରୋଶେସନକୁ ନେଇ ଘଟିଥିଲା ଘଟଣା । ପୋଲସରା ଥାନା ବାଲିଘାଇ ଗାଁରେ ଯୁବକକୁ ହତ୍ୟା ଘଟଣା । ମୃତ ଦେହକୁ ରଖି ରାସ୍ତାରୋକ ।ପୋଲସରା-ବୁଢାମ୍ଵ ଗାଡି ଚଳାଚଳ ବନ୍ଦ । ପୋଲସରା: ଜେଏମଜେ ବ୍ୟୁଇବଡ଼ ଭାଇର…

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

    Spread the love

    Spread the loveବୌଦ୍ଧ:ଜେଏମଜେ ନ୍ୟୁଜ :(ପୂର୍ଣ୍ଣ ଚରଣ ସାହୁ )ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ପୁଲିସ ପକ୍ଷରୁ କଣ୍ଟାମାଳ -ଡ଼ୁମାଲପାଲି -ଉଦେପୁର ରାସ୍ତାରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ କାର ଭିତରୁ ବିପୁଳ ଗଞ୍ଜେଇ ଜବତ କରିଥିବା ବେଳେ ଗାଡିର ଡ୍ରାଇଭର ଫେରାର…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!