ଜରାଜୀର୍ଣ୍ଣ ଅବସ୍ଥାରେ ନୂଆଁଗଡ଼ ଶ୍ମଶାନ ଗୃହ ।

Spread the love

ବେଗୁନିଆପଡ଼ା: (ଭଗବାନ ପାଢ଼ୀ ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ ଅଙ୍ଗାରଗାଁ ପଞ୍ଚାୟତ ନୂଆଗଡ ଗ୍ରାମର ଶ୍ମଶାନ ଗୃହ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ରହିଛି । ସୂଚନା ଅନୁଯାଇ ଏହି ଶ୍ମଶାନ ଗୃହଟି ବହୁ ବର୍ଷ ପୂର୍ବେ ନିର୍ମାଣ ହୋଇଥିଲା । ବର୍ତ୍ତମାନ ତାହା ଜରାଜୀର୍ଣ୍ଣ ଭାବେ ରହିଛି । ଛାତରୁ ସିମେଣ୍ଟ ଛାଡ଼ିବା ସହ ଛଡ ପଦାକୁ ଦେଖା ଗଲାଣି। କେତେବେଳେ ଯେ ଛାତ ଗଳି ପଡ଼ିବ କିଛି କହିହେବ ନାହିଁ । ଏଥିସହିତ ଲତା ବୁଦା ସବୁ ମାଡ଼ି ଗଲାଣି । ଜୀବନର ଶେଷ ସ୍ଥାନର ଅବସ୍ଥା ଯଦି ଏମିତି ହେବ ତାହା ଭାରି ଦୁଃଖ ଦାୟକ ଅଟେ ।

ବର୍ଷା ଦିନରେ ଯଦି କୌଣସ ବ୍ୟକ୍ତିବିଶେଷଙ୍କର ପ୍ରାଣବାୟୁ ଉଡିଗଲା ଶବ ସଂସ୍କାର ଯେ କେତେ କଷ୍ଟ ଦାୟକ ଜଣେ ଅନୁଭବି ହିଁ ତାହା କହିପାରିବ । ଏଥିସହିତ ଏହି ଶ୍ମଶାନ ଗୃହଟି ବିଦ୍ୟାଳୟ ନିକଟରେ ଏବଂ ଗ୍ରାମ୍ୟ ରାସ୍ତା ନିକଟରେ ହୋଇଥିବାରୁ ଏହାକୁ ସ୍ଥାନାନ୍ତରଣ କରିବା ପାଇଁ ଜନସାଧାରଣ ରେ ଦାବୀ ହୋଇଛି । ଦେଖାଯାଉ ଏ ଦିଗରେ ସରକାରୀ ବାବୁ ଏବଂ ଜନ ପ୍ରତିନିଧି ମାନେ କଣ ପଦକ୍ଷେପ ଗ୍ରହଣ କରୁଛନ୍ତି ଦେଖିବାକୁ ତାହା ବାକି ରହିଲା ?

  • jmjnewso

    Related Posts

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ସ୍ଥାନୀୟ ଗାନ୍ଧିନଗରସ୍ଥିତ ପ୍ରଥମ ଗଳି ଏକ୍ସଟେନସନ ଅନିଲ କମର୍ସ ଇନଷ୍ଟିଚ୍ୟୁଟ ର ଅନିଲ୍ସ ଉତ୍ସବ ୨୦୨୬ ଗଞ୍ଜାମ କଳାପରିଷଦ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରହ୍ମପୁର ବିଧାୟକଙ୍କ ପ୍ରତିନିଧି…

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    Spread the love

    Spread the loveଧରାକୋଟ : ଜେଏମଜେ ନ୍ୟୁଜ : ଧରାକୋଟ ବ୍ଲକ ମାଣିକପୁର ପଞ୍ଚାୟତ ଢ଼ଉପଦା ଗାଁ ରେ ଦୁର୍ଘଟଣା l ନାବାଳିକା ଉପରେ ମାଡ଼ିଗଲା ଘରୋଇ ବସ୍ l ଘଟଣାସ୍ଥଳରେ ନାବାଳିକା ଙ୍କ ମୃତ୍ୟୁ l ବସ ନେଇ ଚମ୍ପଟ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ