ପୋଲିସକୁ ଚାପୁଡ଼ା ମାରି ଥାଆନ୍ତି: ବିଧାୟିକା

Spread the love

ଜେଏମଜେ ବ୍ୟୁରୋ : ପୋଲିସକୁ ଚାପୁଡ଼ା ମାରି ଥାଆନ୍ତି: ବିଧାୟିକା

-ସାମ୍ବାଦିକ ସମ୍ମିଳନୀ କରି ବର୍ଷିଲେ ନର୍ଲା ବିଧାୟିକା ମନୋରମା ମହାନ୍ତି
-ଭୁବନେଶ୍ବର ସରକାରୀ କ୍ୱାର୍ଟର୍ସରେ କେସିଙ୍ଗା ପୋଲିସ ପଶିଥିବାରୁ ବର୍ଷିଲେ
-ବିନା ସୂଚନାରେ ପୋଲିସ କ୍ୱାର୍ଟର୍ସକୁ କାହିଁକି ଆସିଲା ପଚାରିଲେ
-ସହାୟିକା ଓ ଝିଅକୁ ଅସଭ୍ୟ ଭାଷାରେ ଗାଳି ଗୁଲଜ କରିବା ଅଭିଯୋଗ
-‘ଭାଗ୍ୟ ଭଲ ମୁଁ ନ ଥିଲି, ଥିଲେ ମୁଁ ପୋଲିସକୁ ଚାପୁଡ଼ା ମାରି ଥାଆନ୍ତି’
-ବିଧାୟିକାଙ୍କ ସ୍ବାମୀ ଦୁର୍ଗା ପ୍ରସାଦ ମହାନ୍ତିଙ୍କୁ ଖୋଜିବାକୁ ଆସିଥିଲା ପୋଲିସ
-ତହସିଲଦାରଙ୍କ ଏତଲା ଆଧାରରେ ଦୁର୍ଗାପ୍ରସାଦଙ୍କ ନାଁରେ ହୋଇଛି ମାମଲା

  • jmjnewso

    Related Posts

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କ କାଲିଘାଟ ବାସଭବନ ଏବଂ ରାଜ୍ୟ ସଚିବାଳୟ, ନବାନ୍ନାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତାଙ୍କ ବାସଭବନ ନିକଟରେ କିଛି ଲୋକ ‘ଜୟ ଶ୍ରୀ…

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ର ହାଇ-ଭୋଲଟେଜ୍ ଲଢ଼େଇ ପରେ ଆଜି ସମସ୍ତଙ୍କ ନଜର ଭୋଟ୍ ଗଣତି ଉପରେ ରହିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (TMC) ଏବଂ ଭାରତୀୟ ଜନତା…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!