ମହିଳା ମାଓବାଦୀ ମୋଙ୍ଗଡ଼ିଙ୍କ ଆତ୍ମସମର୍ପଣ;

Spread the love

ରାଉରକେଲା: ଜେଏମଜେ ନ୍ୟୁଜ : ଜଣେ ମହିଳା ମାଓବାଦୀ ରାଉରକେଲା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ସୂଚନାଥାଉକି, ସେ ସୁନ୍ଦରଗଡ଼ ଜିଲ୍ଲାରେ ଘଟିଥିବା ବାଙ୍କୋ ଖଣିରୁ ୫ ହଜାର କେଜି ବିସ୍ଫୋରକ ଲୁଟ୍ ଘଟଣାରେ ସଂପୃକ୍ତ ଥିଲେ। ଆତ୍ମସମର୍ପଣ କରିଥିବା ମହିଳା ମାଓବାଦୀ ମୋଙ୍ଗଡ଼ି ହୁନାଙ୍ଗା ଦକ୍ଷିଣ ଛୋଟନାଗରା ଗୁରିଲା ସ୍କ୍ୱାଡ୍‌ରେ ଥିଲେ ।ମୋଙ୍ଗଡ଼ି ହୁନାଙ୍ଗା ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ୍ ଅଞ୍ଚଳର ବସିନ୍ଦା। ତାଙ୍କ ନାଁରେ ୪ଟି ମାମଲା ରହିଛି। ଗତ ଦୁଇ ବର୍ଷ ଧରି ମାଓ ସଂଗଠନ ସହ ସେ ଜଡିତ ଥିଲେ।

  • jmjnewso

    Related Posts

    ଦିନଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ପୁଲିସ ଉପରେ ଆକ୍ରମଣ: ଆଇନ ଶୃଙ୍ଖଳା କୁ ଉଠିଲା ପ୍ରଶ୍ନ?

    Spread the love

    Spread the loveବାଲିଗୁଡା : ଜେଏମଜେ ନ୍ୟୁଜ : ଅନ୍ୟକୁ ସୁରକ୍ଷା ଯୋଗାଇବା ପାଇଁ ନ୍ୟସ୍ତ ଥିବା ପୁଲିସ ଅଧିକାରୀଙ୍କ ଉପରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଆକ୍ରମଣ ହେବା ଘଟଣା ଏବେ ପୁଲିସର ପାରିବାପଣିଆକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।…

    2ଶହ କୋଟି ଟଙ୍କାର ଗଂଜେଇ ତେଲ ଜବତ।

    Spread the love

    Spread the love କୋରାପୁଟ : ଜେଏମଜେ ନ୍ୟୁଜ (ଦେବାଶ୍ରିତ ପଟ୍ଟନାୟକ ): କୋରାପୁଟ ପୋଲିସ କୁ ବଡ଼ ସଫଳତା ଗଂଜେଇ ତେଲ ଜବତ lଫୁଲବାଣୀ ପରେ କୋରାପୁଟ ଜିଲ୍ଲା ଗଂଜେଇ ମାଫିଆ ଙ୍କ ଆଡ୍ଡା ସ୍ଥଳୀ ପାଲଟି ଥିବା ବେଳେ…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!