ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ:ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

Spread the love

ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ଏପ୍ରିଲ ୧ ପର୍ଯ୍ୟନ୍ତ PUCC କୋହଳ କରାଯାଇଥିଲା। PUCC ନଥିଲେ ୧୦ ହଜାର ଟଙ୍କାର ଜରିମାନା ଲଗାଯିବ। ପ୍ରାୟ ୧୮ ଲକ୍ଷ ଗାଡ଼ିର PUCC ଏବେ ବି ବାକି ରହିଛି।ପୂର୍ବରୁ ପଲ୍ୟୁଶନ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏ କୋହଳ ଥିଲା। ତେବେ ୨ ତାରିଖ ଅର୍ଥାତ୍‌ ଆଜିଠାରୁ ଯାଞ୍ଚ ଜୋରାଦାର ହେବ । ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦,୦୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା କରାଯାଉଛି । ପେଟ୍ରୋଲ ପମ୍ପଗୁଡ଼ିକରେ ପଲ୍ୟୁଶନ ସାର୍ଟିଫିକେଟ ଦେଖାଇବା ପରେ ହିଁ ଗାଡ଼ିରେ ତେଲ ପକାଇବା ପାଇଁ ନିର୍ଦ୍ଦେଶ ରହିଛି । ପରିବହନ ବିଭାଗ ପକ୍ଷରୁ ମାଗଣାରେ ଗ୍ରୀନ ଷ୍ଟିକର୍‌ ଦିଆଯାଉଛି, ଯାହା ଗାଡ଼ିର କାଚରେ ଲଗାଇବାକୁ ପରାମର୍ଶ ଦିଆଯାଇଛି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ