ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ

Spread the love

ଭୁବନେଶ୍ବର: ଜେଏମଜେ ନ୍ୟୁଜ : ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ଆଜି ମାଟ୍ରିକ ପରୀକ୍ଷା ଖାତା ଦେଖା ସରିବ । ରେଜଲ୍ଟ ବାହାରିବା ପରେ ସଙ୍ଗେସଙ୍ଗେ ସାର୍ଟିଫିକେଟ୍ ମିଳିବ । ଯେଉଁମାନଙ୍କର ପେପର ଖରାପ ଥିବ ସେମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ ।ଫେବୃଆରୀ ୧୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା । ପ୍ରାୟ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ମୋଟ ୩ ହଜାର ୮୨ଟି ସେଣ୍ଟରରେ ସିସିଟିଭି ବ୍ୟବସ୍ଥା କରାଯାଇଥିଲା । ଚଳିତବର୍ଷ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ସମସ୍ତ ପରୀକ୍ଷା କେନ୍ଦ୍ର ସମେତ ନୋଡାଲ ସେଣ୍ଟରରେ ଲାଇଭଷ୍ଟ୍ରିମିଂ ବ୍ୟବସ୍ଥା ହୋଇଥିଲା ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 1 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ