ଅମୃତ ପିଢ଼ି ସାରସ୍ୱତ ସମାରୋହ ଅନୁଷ୍ଠିତ 

Spread the love

  କବିସୂର୍ଯ୍ୟନଗର : ଓଡ଼ିଆ ପକ୍ଷ – 2026 ପାଳନ ଅବସରରେ ଆଜି କବିସୂର୍ଯ୍ୟନଗର ପୌର ପରିଷଦ ଆନୁକୂଲ୍ୟରେ କବିସୂର୍ଯ୍ୟନଗର ଅଂଚଳର ବହୁ କବି କବୟତ୍ରୀ, ସାହିତ୍ୟିକ, ଲେଖକ ଙ୍କୁ ନେଇ ଅମୃତ ପିଢ଼ି ସାରସ୍ୱତ ସମାରୋହ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟ ନିର୍ବାହୀ ଅଧିକାରୀ କୃପାସିନ୍ଧୁ ସ୍ୱାଇଁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସମାରୋହ ରେ ମୁଖ୍ୟ ଅତିଥି ଭାବେ ମନୋରଞ୍ଜନ ମହାପାତ୍ର ଯୋଗ ଦେଇ କବି, ସାହିତ୍ୟିକ ମାନଙ୍କୁ ପୁଷ୍ପ ଗୁଚ୍ଛ, ଉତ୍ତରୀୟ ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରିଥିଲେ ପରେ ପରେ କବିତା ପାଠ, କରାଯାଇଥିଲା। ଏହି ଅବସରରେ କବି ନନ୍ଦ କିଶୋର ପ୍ରଧାନ ଙ୍କ ସ୍ୱରଚିତ ପୁସ୍ତକ ଓଁ ସାଇ ଭକ୍ତି ଚଉତିଶା ଏବଂ କବୟତ୍ରୀ ସୌଭାଗ୍ୟମଞ୍ଜରୀ ନାଥ ଙ୍କ ଦ୍ୱାରା ଲିଖିତ “ବିହଙ୍ଗାବଲୋକନ” ପୁସ୍ତକ ଉନ୍ମୋଚନ କରାଯାଇଥିଲା.। ଶେଷରେ ସମସ୍ତ କବି ସାହିତ୍ୟିତ, ଲେଖକ ଙ୍କୁ ମାନପତ୍ର ଦେଇ ପୁରସ୍କୃତ କରାଯାଇଥିଲା।ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ପୌର ପରିଷଦ କର୍ମଚାରୀ ପରିଚାଳନା କରିଥିବା ବେଳେ ବହୁ ବ୍ୟକ୍ତି ଉପସ୍ଥିତ ଥିଲେ।

ନାରାୟଣୀ ପ୍ରସାଦ ମିଶ୍ର, କବିସୂର୍ଯ୍ୟନଗର 

  • jmjnewso

    Related Posts

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ସ୍ଥାନୀୟ ଗାନ୍ଧିନଗରସ୍ଥିତ ପ୍ରଥମ ଗଳି ଏକ୍ସଟେନସନ ଅନିଲ କମର୍ସ ଇନଷ୍ଟିଚ୍ୟୁଟ ର ଅନିଲ୍ସ ଉତ୍ସବ ୨୦୨୬ ଗଞ୍ଜାମ କଳାପରିଷଦ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରହ୍ମପୁର ବିଧାୟକଙ୍କ ପ୍ରତିନିଧି…

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    Spread the love

    Spread the loveଧରାକୋଟ : ଜେଏମଜେ ନ୍ୟୁଜ : ଧରାକୋଟ ବ୍ଲକ ମାଣିକପୁର ପଞ୍ଚାୟତ ଢ଼ଉପଦା ଗାଁ ରେ ଦୁର୍ଘଟଣା l ନାବାଳିକା ଉପରେ ମାଡ଼ିଗଲା ଘରୋଇ ବସ୍ l ଘଟଣାସ୍ଥଳରେ ନାବାଳିକା ଙ୍କ ମୃତ୍ୟୁ l ବସ ନେଇ ଚମ୍ପଟ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 25 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 21 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ