ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

Spread the love

ବୌଦ୍ଧ:ଜେଏମଜେ ନ୍ୟୁଜ :(ପୂର୍ଣ୍ଣ ଚରଣ ସାହୁ )ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ପୁଲିସ ପକ୍ଷରୁ କଣ୍ଟାମାଳ -ଡ଼ୁମାଲପାଲି -ଉଦେପୁର ରାସ୍ତାରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ କାର ଭିତରୁ ବିପୁଳ ଗଞ୍ଜେଇ ଜବତ କରିଥିବା ବେଳେ ଗାଡିର ଡ୍ରାଇଭର ଫେରାର ମାରିଛି | ସୂଚନା ଅନୁସାରେ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ କଣ୍ଟାମାଳ ଥାନାଧିକାରୀ ବାସୁଦେବ ଭୋଇ ଙ୍କ ନେତୃତ୍ୱରେ ଏକ ପୁଲିସ ଟିମ କଣ୍ଟାମାଳ ଥାନା କଣ୍ଟାମାଳ -ଡ଼ୁମାଲ ପାଲି – ଉଦେପୁର ରାସ୍ତାରେ ପେଟ୍ରୋଲିଙ୍ଗ କରୁଥିଲେ l ସେହି ସମୟରେ ଉଦେପୁର ଛକ ପାଖରେ ଏକ ଆଇ ଟେନ କାର କୁ ସନ୍ଦେହରେ ପୁଲିସ ଅଟକାଇ ଯାଞ୍ଚ କରିଥିଲା | ଯାଞ୍ଚ ସମୟରେ ଆଇ ଟେନ କାର ଭିତରୁ ଗଞ୍ଜେଇ ଜବତ କରିଥିଲା ପୁଲିସ l ଏକଜୁକେଟିଭ ମାଜିଷ୍ଟ୍ରେଟ ଙ୍କ ଉପସ୍ଥିତି ରେ ଜବତ ଗଞ୍ଜେଇ କୁ ଓଜନ କରିବାରୁ ଜବତ୍ ଗଞ୍ଜେଇର ପରିମାଣ ୫୦କେଜି ୨୦୦ଗ୍ରାମ ହୋଇଥିବା ପୁଲିସ ସୂତ୍ରରୁ ପ୍ରକାଶ l ଏ ସଂକ୍ରାନ୍ତରେ କଣ୍ଟାମାଳ ଥାନା ପକ୍ଷରୁ ଏନଡିପିଏସ ଆକ୍ଟ ରେ ଏକ ମାମଲା ରୁଜ୍ଜୁ କରି ଅଧିକ ତଦନ୍ତ ଜାରି ରଖିଥିବା କଣ୍ଟାମାଳ ଥାନାଧିକାରୀ ବାସୁଦେବ ଭୋଇ ସୂଚନା ଦେଇଛନ୍ତି l

  • jmjnewso

    Related Posts

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ଗୋପାଳପୁର ଆହାର କେନ୍ଦ୍ର ବହୁ ବାଦ ବିବାଦ ପରେ ଚଳିତ ମାସ ୧ ତାରିଖରେ ମା ମଙ୍ଗଳା ମହିଳା ସଂଘକୁ ସ୍ଥାନୀୟ ଏନ ଏ ସି ପକ୍ଷରୁ ହସ୍ତାନ୍ତର କରାଯାଇଥିଲା…

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ସ୍ଥାନୀୟ ଗାନ୍ଧିନଗରସ୍ଥିତ ପ୍ରଥମ ଗଳି ଏକ୍ସଟେନସନ ଅନିଲ କମର୍ସ ଇନଷ୍ଟିଚ୍ୟୁଟ ର ଅନିଲ୍ସ ଉତ୍ସବ ୨୦୨୬ ଗଞ୍ଜାମ କଳାପରିଷଦ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରହ୍ମପୁର ବିଧାୟକଙ୍କ ପ୍ରତିନିଧି…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 41 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ