ମୋକିମଙ୍କ ନୂଆ ଦଳ ଲୋକାର୍ପିତ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ ଓଡ଼ିଶା ରାଜନୀତିରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି । ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଗଠନ ହୋଇଛି ନୂଆ ଆଞ୍ଚଳିକ ଦଳ ‘ଓଡ଼ିଶା ଜନତା କଂଗ୍ରେସ’। ଆଜି ବିଧିବଦ୍ଧ ଭାବେ ଏହାର ମୂଳଦୂଆ ପଡ଼ିଛି। ମହମ୍ମଦ ମୋକିମଙ୍କ ନେତୃତ୍ବରେ ନୂଆ ଆଞ୍ଚଳିକ ଦଳର ଲୋକାର୍ପଣ ହୋଇଛି। ଏହି ଅବସରରେ ପ୍ରଦର୍ଶନୀ ପଡ଼ିଆରେ ଶହ ଶହ ସମର୍ଥକଙ୍କ ଗହଳି ଦେଖିବାକୁ ମିଳିଥିଲା।

  • jmjnewso

    Related Posts

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026