ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

Spread the love

ଗତକାଲି ରାତିରେ ବିବାହ ପ୍ରୋଶେସନକୁ ନେଇ ଘଟିଥିଲା ଘଟଣା । ପୋଲସରା ଥାନା ବାଲିଘାଇ ଗାଁରେ ଯୁବକକୁ ହତ୍ୟା ଘଟଣା । ମୃତ ଦେହକୁ ରଖି ରାସ୍ତାରୋକ ।ପୋଲସରା-ବୁଢାମ୍ଵ ଗାଡି ଚଳାଚଳ ବନ୍ଦ ।

ପୋଲସରା: ଜେଏମଜେ ବ୍ୟୁଇବଡ଼ ଭାଇର ବାହାଘରରେ ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ସାନଭାଇକୁ ବରବେଶରେ ଜଗିରହିଛି ବଡ଼ଭାଇ । ଏହିଭଳି ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ପୋଲସରା ଥାନା ବାଲିଘାଇ ଗାଁରେ । ବାହାଘର ପ୍ରୋଶେସନ ଚାଲିଥିବା ବେଳେ ଏହି ଅଘଟଣ ଘଟିଛି । ଆହତ ଯୁବକ ଜଣକ ହେଲେ ସନ୍ତୋଷ ଜେନାଙ୍କ ସାନପୁଅ ଆକାଶ ଜେନା । ବଡଭାଇ ରିଙ୍କୁ ଜେନାଙ୍କ ବାହାଘର ବରଯାତ୍ରୀରେ କୌଣସି କାରଣରୁ ଜଣେ ଯୁବକଙ୍କ ସହ ଆକାଶଙ୍କ ଯୁକ୍ତିତର୍କ ହୋଇଥିଲା ।

ଏଥିରେ ଉତକ୍ଷିପ୍ତ ହୋଇ ସଂପୃକ୍ତ ଯୁବକ ଜଣକ ତାର ଅନ୍ୟ ସହଯୋଗୀ ମିଶି ଆକାଶକୁ ସଂଘବଦ୍ଧ ଭାବେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ପରିବାର ଲୋକେ ଆକାଶକୁ ତୁରନ୍ତ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ ପ୍ରାଥମିକ ଚିକିତ୍ସା ପରେ ଗୁରୁତର ଆକାଶକୁ ବ୍ରହ୍ମପୁର ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି । ପୋଲସରା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

  • jmjnewso

    Related Posts

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ଗୋପାଳପୁର ଆହାର କେନ୍ଦ୍ର ବହୁ ବାଦ ବିବାଦ ପରେ ଚଳିତ ମାସ ୧ ତାରିଖରେ ମା ମଙ୍ଗଳା ମହିଳା ସଂଘକୁ ସ୍ଥାନୀୟ ଏନ ଏ ସି ପକ୍ଷରୁ ହସ୍ତାନ୍ତର କରାଯାଇଥିଲା…

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ସ୍ଥାନୀୟ ଗାନ୍ଧିନଗରସ୍ଥିତ ପ୍ରଥମ ଗଳି ଏକ୍ସଟେନସନ ଅନିଲ କମର୍ସ ଇନଷ୍ଟିଚ୍ୟୁଟ ର ଅନିଲ୍ସ ଉତ୍ସବ ୨୦୨୬ ଗଞ୍ଜାମ କଳାପରିଷଦ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରହ୍ମପୁର ବିଧାୟକଙ୍କ ପ୍ରତିନିଧି…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 41 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ