ନବୀନଙ୍କ ପାଖରୁ ଫାଇଲ ଫେରିନି: ରାଜସ୍ୱ ମନ୍ତ୍ରୀ

Spread the love

ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ସିଏମଓରୁ ଫାଇଲ ଗାଏବ,ଗୁରୁତର ଅଭିଯୋଗ ଆଣିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ନାଇଡୁ କମିଶନଙ୍କ ରିପୋର୍ଟ ଅନୁସାରେ, ସମ ହସ୍ପିଟାଲ ଅଗ୍ନିକାଣ୍ଡ ରିପୋର୍ଟର ତଥ୍ୟ ରଖିଲେ । ଉଭୟ ରିପୋର୍ଟ ଗୃହ ବିଭାଗରୁ ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରକୁ ଯାଇଛି । ତତ୍କାଳୀନ ମୁଖ୍ୟ ସଚିବଙ୍କ ଜରିଆରେ ଯିବାର ପ୍ରମାଣ ରହିଛି ।ମାତ୍ର ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରକୁ ଆଉ ଫେରି ନାହିଁ । ଯଦି ତତ୍କାଳୀନଙ୍କ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫେରିଥାନ୍ତା ପ୍ରମାଣ ରହିଥାନ୍ତା ।ରାଜ୍ୟ ସରକାରଙ୍କ ହୃଦବୋଧ ହେଲା ଫେରିବା ସମ୍ଭାବନା କମ । ଏହା ଭୁଲ ବଶତଃ ନୁହେଁ, ଉଦ୍ଦେଶ୍ୟମୂଳକ ଭାବେ ଏପଟସେପଟ ହୋଇଛି । ତେଣୁ ଗୃହ ବିଭାଗର ଜଣେ ଅଧିକାରୀ କ୍ୟାପିଟାଲ ଥାନାରେ ଏତଲା କରିଛନ୍ତି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 17 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 34 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 28 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 39 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 39 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 30 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ