ଛଟେଇ ବିରୋଧରେ ରାଜପଥରେ ସ୍ୱାସ୍ଥ୍ୟମିତ୍ରଙ୍କ ପ୍ରତିବାଦ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଛଟେଇ ବିରୋଧରେ ଗର୍ଜିଲେ ସ୍ୱାସ୍ଥ୍ୟମିତ୍ର | ରାଜପଥରେ ସ୍ୱାସ୍ଥ୍ୟମିତ୍ରଙ୍କ ପ୍ରତିବାଦ। ବର୍ଷାରେ ଭିଜି, କୋଳରେ ଶିଶୁ ଧରି ଲୋୟର ପିଏମଜିରେ ଗର୍ଜିଲେ ମହିଳା। ପ୍ରବଳ ବର୍ଷାକୁ ଖାତିର ନକରି ହକ୍ ପାଇଁ ରାଜପଥକୁ ଓହ୍ଲାଇଛନ୍ତି ଶତାଧିକ ସ୍ୱାସ୍ଥ୍ୟମିତ୍ର । ଆଜି ‘ଅଲ ଓଡ଼ିଶା ସ୍ୱାସ୍ଥ୍ୟମିତ୍ର ଆସୋସିଏସନ୍’ ପକ୍ଷରୁ ଭୁବନେଶ୍ୱର ଲୋୟର ପିଏମଜି ଠାରେ ଧାରଣା ଦିଆଯାଇଛି।

ସ୍ୱାସ୍ଥ୍ୟ ମିତ୍ରଙ୍କ ପ୍ରତି ହୋଇଥିବା ଛଟେଇ ପ୍ରକ୍ରିୟାକୁ ତୁରନ୍ତ ବାତିଲ କରାଯାଉ। ସମସ୍ତ କର୍ମଚାରୀଙ୍କୁ ସ୍ଥାୟୀ ନିଯୁକ୍ତି ସହ ଚାକିରିର ସୁରକ୍ଷା ପ୍ରଦାନ କରାଯାଉ। ‘ଆଉଟସୋର୍ସିଂ’ ପ୍ରଥାକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରାଯାଉ ଏବଂ କର୍ମଚାରୀମାନଙ୍କୁ ସିଧାସଳଖ ରାଜ୍ୟ ସ୍ୱାସ୍ଥ୍ୟ ଆଶ୍ୱାସନ ସମିତି ଅଧୀନକୁ ନିଆଯିବାକୁ ଦାବି କରିଛନ୍ତି ସ୍ବାସ୍ଥ୍ୟମିତ୍ର।

  • jmjnewso

    Related Posts

    ବଦଳିଲା ଓଡ଼ିଶାର ସହର ଓ ଜିଲ୍ଲାର ଇଂରାଜୀ ନାମ।

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନମାନଙ୍କର ସଂଶୋଧିତ ଇଂରାଜୀ ବନାନ ସଙ୍କଳିତ ବିଜ୍ଞପ୍ତି ପ୍ରକାଶ ପାଇଛି l ଓଡ଼ିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ, ବ୍ଲକ୍ ଓ ତହସିଲର ଗୁଡ଼ିକର କୌଣସି ନାମ…

    ଇଞ୍ଜିନିୟରଙ୍କୁ ଗୃହ ଜିଲ୍ଲା ମନା

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟରେ ସରକାରୀ ଇଞ୍ଜିନିୟର ଭାବେ କାର୍ଯ୍ୟରତ ଇଞ୍ଜିନିୟରଙ୍କ ପାଇଁ ବଡ଼ ଖବର। ସେମାନଙ୍କ ବଦଳି ସଂପର୍କରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ପୂର୍ତ୍ତ ବିଭାଗ ଅଧୀନରେ କାର୍ଯ୍ୟରତ ଓଡ଼ିଶା…

    Leave a Reply

    Your email address will not be published. Required fields are marked *

    You Missed

    ଘରେ ପଶି ସଶସ୍ତ୍ର ଡକାୟତି ଘଟଣା….ଗିରଫ ସଂଖ୍ୟା 8 କୁ ବୃଦ୍ଧି।

    ଘରେ ପଶି ସଶସ୍ତ୍ର ଡକାୟତି ଘଟଣା….ଗିରଫ ସଂଖ୍ୟା 8 କୁ ବୃଦ୍ଧି।

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟପ୍ରଥମ ପର୍ଯ୍ୟାୟରେ ଲକ୍ଷେ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ

    ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟପ୍ରଥମ ପର୍ଯ୍ୟାୟରେ ଲକ୍ଷେ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ

    ବଦଳିଲା ଓଡ଼ିଶାର ସହର ଓ ଜିଲ୍ଲାର ଇଂରାଜୀ ନାମ।

    ବଦଳିଲା ଓଡ଼ିଶାର ସହର ଓ ଜିଲ୍ଲାର ଇଂରାଜୀ ନାମ।

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    ବିଧାନସଭା ଷ୍ଟାଣ୍ଡିଂ କମିଟି ଗଠନ ପାଇଁ ରାଜ୍ୟପାଳଙ୍କୁ ଚିଠି।

    ବିଧାନସଭା ଷ୍ଟାଣ୍ଡିଂ କମିଟି ଗଠନ ପାଇଁ ରାଜ୍ୟପାଳଙ୍କୁ ଚିଠି।