ପୁରୀରେ ଯୋଗଗୁରୁ ବାବା ରାମଦେବ

Spread the love

ପୁରୀ : ଜେଏମଜେ ନ୍ୟୁଜ : ପୁରୀରେ ଯୋଗଗୁରୁ ବାବା ରାମଦେବ । ଶ୍ରୀକ୍ଷେତ୍ର ପୁରୀ ପହଞ୍ଚିଛନ୍ତି ବାବା ରାମଦେବ । ଏ ଅବସରରେ ଗଣମଧ୍ୟାମକୁ ପ୍ରତିକ୍ରିୟା ଦେଇ ବାବା ରାମଦେବ କହିଛନ୍ତି, “ମହାପ୍ରଭୁଙ୍କ ଦର୍ଶନ କରି ବହୁତ ଆନନ୍ଦ ଅନୁଭବ କରୁଛି । ମୋର ସୌଭାଗ୍ୟ ଯେ ଚତୁର୍ଦ୍ଧାବିଗ୍ରହଙ୍କୁ ରତ୍ନ ସିଂହାସନରେ ଦର୍ଶନ କଲି ।” ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରାମଦେବଙ୍କୁ ମହାପ୍ରଭୁଙ୍କ ପବିତ୍ର ଖଣ୍ଡୁଆ ପାଟ ଓ ମହାପ୍ରସାଦ ପ୍ରଦାନ କରାଯାଇଥିଲା । ବିଶ୍ୱ ଯୋଗ ଦିବସ ପରିପ୍ରେକ୍ଷୀରେ ବାବା ରାମଦେବ କହିଛନ୍ତି , କେବଳ ଯୋଗ ଦିବସ ନୁହେଁ, ପ୍ରତ୍ୟେକ ଦିନ ଯୋଗ କରି ସମସ୍ତେ ସୁସ୍ଥ ରୁହିବାକୁ ସେ କାମନା କରିଛନ୍ତି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 25 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 21 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ