SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

Spread the love

SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ମଧୁସୁଦନ ବେହେରା। ସୋମବମାର ତାଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି ନର୍ଲା ତହସିଲଦାର । ମିଳିଥିବା ସୂଚନା ଅନୁସାରେ, ପୂର୍ବରୁ ମଧୁସୂଦନଙ୍କୁ ନିଜର ସରକାରୀ ଦାୟିତ୍ୱ ଠିକ୍ ଭାବରେ ତୁଲାଇବା ଏବଂ କାର୍ଯ୍ୟରେ ନିୟମିତ ଯୋଗଦେବା ପାଇଁ ସହାୟକ ନିର୍ବାଚନ ପଞ୍ଜିକରଣ ଅଧିକାରୀ (AERO) ତଥା ନର୍ଲା ତହସିଲଦାର ବାରମ୍ବାର ଚେତାବନୀ ଦେଇଥିଲେ।ଏମିତିକି କାର୍ଯ୍ୟରେ ଯୋଗଦେଇ ଠିକରେ କାମ କରିବା ପାଇଁ ବାରମ୍ବାର ଫୋନ ଯୋଗେ ଯୋଗାଯୋଗ କରିଥିଲେ। କମିଟି ସୁପାରିସରେ ହେବ ଇଞ୍ଜିନିୟରଙ୍କ ବଦଳି; ଗୃହ ଜିଲ୍ଲାକୁ ହୋଇ ପାରିବେନି ପୋଷ୍ଟିଂ ହେଲେ ଏଇଆରଓଙ୍କ କଥାକୁ ବେଖାତିର କରି ସେ ନିଜ କାର୍ଯ୍ୟରେ ଯୋଗଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଥିଲେ l ଏମିତିରେ ସରକାରୀ କାର୍ଯ୍ୟରେ ଏଭଳି ଶିଥିଳତା ଏବଂ ମନମୁଖୀ କାର୍ଯ୍ୟକଳାପକୁ କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଅତ୍ୟନ୍ତ ଗମ୍ଭୀରତାର ସହ ନେଇ ତାଙ୍କୁ ନିଲମ୍ବିତ କରିଛନ୍ତି ।

  • jmjnewso

    Related Posts

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    Spread the love

    Spread the love ବ୍ରହ୍ମପୁର : ଜେଏମଜେ ନ୍ୟୁଜ : ଛାତ୍ର ସଂସଦ ନିର୍ବାଚନର ବିଜ୍ଞପ୍ତି ଆସିବାର କିଛି ଘଣ୍ଟା ମଧ୍ୟରେ ଖଲ୍ଲିକୋଟ କଲେଜରେ ଦେଖିବାକୁ ମିଳିଛି କିଛି ଛାତ୍ରଙ୍କ ଅରାଜକତା l ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଛାତ୍ରଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ…

    CMO ରୁ ଫାଇଲ ମିସିଂ ଘଟଣା : ୩ ଜଣଙ୍କ ବୟାନ ରେକର୍ଡ

    Spread the love

    Spread the loveଜେଏମଜେ ବ୍ୟୁରୋ : କନ୍ଧମାଳ ଦଙ୍ଗା କମିଶନ ଫାଇଲ ହଜିବା ଘଟଣାରେ କ୍ରାଇମବ୍ରାଞ୍ଚ ନୋଟିସ କରିଥିବା ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି । ଏନେଇ ଆଇଜିପି ସାର୍ଥକ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି ।ଭିକେ ପାଣ୍ଡିୟାନ, ମନୋଜ ମିଶ୍ର…

    Leave a Reply

    Your email address will not be published. Required fields are marked *

    You Missed

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    CMO ରୁ ଫାଇଲ ମିସିଂ ଘଟଣା : ୩ ଜଣଙ୍କ ବୟାନ ରେକର୍ଡ

    CMO ରୁ ଫାଇଲ ମିସିଂ ଘଟଣା : ୩ ଜଣଙ୍କ ବୟାନ ରେକର୍ଡ

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ