ସୁପ୍ରିମକୋର୍ଟରେ ‘ଲେଡି ଅଫ୍ ଜଷ୍ଟିସ’ର ନୂଆ ମୂର୍ତ୍ତି..ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ।

Spread the love

ଜେଏମଜେ ବ୍ୟୁରୋ : ସୁପ୍ରିମକୋର୍ଟରେ ‘ଲେଡି ଅଫ୍ ଜଷ୍ଟିସ’ର ନୂଆ ମୂର୍ତ୍ତି..ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ ନ୍ୟାୟଦେବୀଙ୍କ ସ୍ୱରୂପକୁ ବଦଳାଇ ଦିଆଯାଇଛି। ପ୍ରଧାନ ବିଚାରପତିଙ୍କ ବିଚାରରେ, ଖଡ୍ଗ ହେଉଛି ହିଂସାର ପ୍ରତୀକ । କିନ୍ତୁ ଅଦାଲତଙ୍କ କାର୍ଯ୍ୟ ହିଂସାତ୍ମକ ନୁହେଁ। ବରଂ ସାମ୍ବିଧାନିକ ବିଧି ବ୍ୟବସ୍ଥା ଭିତରେ ଏହା ନ୍ୟାୟ ପ୍ରଦାନ କରିଥାନ୍ତି । ସେହିପରି ନ୍ୟାୟଦେବୀଙ୍କ ଆଖିରେ ବନ୍ଧା ଯାଉଥିବା କଳା କପଡ଼ାଟିକୁ କାଢ଼ି ଦିଆଯାଇଛି। କିନ୍ତୁ ହାତରେ ଧରିଥିବା ନ୍ୟାୟ ତରାଜୁ ପୂର୍ବପରି ରହିଛି । ପୁୁରୁଣା ମୂର୍ତ୍ତିରେ ଆଖିରେ କଳା ପଟି ଦର୍ଶାଉଥିଲା ଯେ ଆଇନ ଆଗରେ ସମସ୍ତେ ସମାନ । ଅନ୍ୟପଟେ ଖଣ୍ଡା ଅଥରିଟି ଏବଂ ଅନ୍ୟାୟକୁ ଦଣ୍ଡ ଦେବାର ଶକ୍ତିର ପ୍ରତୀକ ଥିଲା । ତରାଜୁ ଦର୍ଶାଏ ଯେ କୋର୍ଟ କୌଣସି ନିଷ୍କର୍ସରେ ପହଞ୍ଚିବା ପୂର୍ବରୁ ଉଭୟ ପକ୍ଷର ଯୁକ୍ତି ଏବଂ ତଥ୍ୟକୁ ଦେଖନ୍ତି ଏବଂ ଶୁଣନ୍ତି । କିଛିଦିନ ତଳେ ଇଂରେଜ ଅମଳର ନ୍ୟାୟ ବ୍ୟବସ୍ଥାକୁ ବଦଳାଇ ଦିଆଯାଇଥିଲା। ଏବେ ନ୍ୟାୟଦେବୀଙ୍କ ସ୍ୱରୂପରେ ପରିବର୍ତ୍ତନ ଅଣାଯାଇଛି।

  • Related Posts

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    Spread the love

    Spread the loveଜେଏମଜେ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶାସନ ଏବଂ ଜନସେବାର ୨୫ ବର୍ଷ ପୂରଣ କରୁଛନ୍ତି। ଏହି ଅବସରରେ ୧୭ ସେପ୍ଟେମ୍ବରରୁ ୧୭ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ସାରା ଦେଶରେ “ସେବା ସଂକଳ୍ପ ଅଭିଯାନ” ଆରମ୍ଭ ହେବ।…

    ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ଗର୍ଭବତୀ

    Spread the love

    Spread the loveଗୁଡ଼ାରୀ : ଜେଏମଜେ ନ୍ୟୁଜ : ପୁଣି ଜନନୀ ଯନ୍ତ୍ରଣା । ଗାଁକୁ ରାସ୍ତା ନଥିବାରୁ ଖଟିଆରେ ବୁହାହେଲେ ଗର୍ଭବତୀ । ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ ଶିରିଗୁଡ଼ା ପଞ୍ଚାୟତର ସାଡକଣା ଗ୍ରାମରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ…

    Leave a Reply

    Your email address will not be published. Required fields are marked *

    You Missed

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 3 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 39 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 27 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 48 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    ନିଟ ସଫଳତା ପରେ ଅକ୍ଷୀପ୍ତାରାଣୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା.

    • By jmjnewso
    • September 13, 2026
    • 87 views
    ନିଟ ସଫଳତା ପରେ ଅକ୍ଷୀପ୍ତାରାଣୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା.

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    • By jmjnewso
    • September 13, 2026
    • 25 views
    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି