ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

Spread the love

କବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L & T ତରଫରୁ ବରିଷ୍ଠ ଉପଦେଷ୍ଟା ଅଧିକାରୀ ଶ୍ରୀ ନିରଞ୍ଜନ ମିଶ୍ର, କଟକ CSTI ମୁଖ୍ୟ ମନୋରଂଜନ ଗୋଛାୟତ ଏବଂ ଦେବାଶିଷ ମହାନ୍ତି 6ଯାଗ ଦେଇଥିଲେ । ବନଦେବୀ ITI ତରଫରୁ ସଭାପତି ଡଃ ବସନ୍ତ କୁମାର ମିଶ୍ର ସଂପାଦକ ବିବେକାନନ୍ଦ ସାହୁ କୋଷାଧ୍ୟକ୍ଷ ସିଏଚ୍ ରମାଶଙ୍କର ପାତ୍ର ପ୍ରତିଷ୍ଠାତା ସଦସ୍ୟ ନିରଞ୍ଜନ ମହାପାତ୍ର ଗୋରି ନାରାୟଣ ପାତ୍ର ନବଘନ ପରିଡା ସିଏଚ୍ ଶିବରାମ ରାମହରି ନନ୍ଦ ଯୋଗ ଦେଇଥିଲେ । ଟ୍ରେନିଂ ପାଇଁ ଜଇନ୍ ହୋଇଥିବା ୫୦ ଜଣଛାତ୍ରଙ୍କୁ ଟ୍ରେନି କିଟ୍, ଡ୍ରେସ୍ , ହେଲେମେଟ, ଜୋତା ବଣ୍ଟନ କରାଯାଇଥିଲା । ଦୁଇମାସର ଟ୍ରେନି ପରେ L&T ରେ ନିଶ୍ଚିତ ନିଯୁକ୍ତି ଦିଆଯିବା ବିଷୟରେ ସମସ୍ତଙ୍କୁ ଅବଗତ କରାଯାଇଥିଲା । ଅଧ୍ୟକ୍ଷ ପ୍ରଭାସ ଚନ୍ଦ୍ର ନାହାକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଏଥିରେ L& T ଟ୍ରେନର ମାନେ ଓ ITI କର୍ମଚାରୀମାନେ ସହଯୋଗ କରିଥିଲେ ।

  • jmjnewso

    Related Posts

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    Spread the love

    Spread the loveବୁଗୁଡ଼ା,୦୪/୧୦ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସରରେ ହିତାଧିକାରୀମାନଙ୍କୁ ସାମାଜିକ ସୁରକ୍ଷା ଭତ୍ତା, ନୂତନ ରାସନ କାର୍ଡ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ…

    ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଆକ୍ରମଣ

    Spread the love

    Spread the loveଜେଏମଜେ ବ୍ୟୁରୋ : ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଆକ୍ରମଣ ଅଭିଯୋଗ । ଜେନାପୁର ଥାନା ଅନ୍ତର୍ଗତ ଗଡ଼ ମଧୁପୁର ପଞ୍ଚାୟତର ପନ୍ତୁରି ଗାଁରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି…

    Leave a Reply

    Your email address will not be published. Required fields are marked *

    You Missed

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    ୫ ରାଜ୍ୟ ଗସ୍ତ କରିବେ ଡେପୁଟି ଇସି।

    ୫ ରାଜ୍ୟ ଗସ୍ତ କରିବେ ଡେପୁଟି ଇସି।

    ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଆକ୍ରମଣ

    ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଆକ୍ରମଣ

    ସେଲ୍ଫ ଏୱାକିଙ୍ଗ ମିଶନ ତରଫରୁ ଶିଶୁମାନଙ୍କୁ ସକାରାତ୍ମକ ଚିନ୍ତାଧାରା ଓ ଆତ୍ମବିଶ୍ୱାସ ବିକାଶ ପାଇଁ ପ୍ରେରଣା ପ୍ରଦାନ

    ସେଲ୍ଫ ଏୱାକିଙ୍ଗ ମିଶନ ତରଫରୁ ଶିଶୁମାନଙ୍କୁ ସକାରାତ୍ମକ ଚିନ୍ତାଧାରା ଓ ଆତ୍ମବିଶ୍ୱାସ ବିକାଶ ପାଇଁ ପ୍ରେରଣା ପ୍ରଦାନ

    ପାର୍ବଣକୁ ବିଗାଡ଼ି ଦେବ କି ବର୍ଷା ?

    ପାର୍ବଣକୁ ବିଗାଡ଼ି ଦେବ କି ବର୍ଷା ?

    ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନର ନୂଆଁଖାଇ ବନ୍ଧୁମିଳନ

    ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନର ନୂଆଁଖାଇ ବନ୍ଧୁମିଳନ