ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ

Spread the love

ରାୟଗଡା : ଜେଏମଜେ ନ୍ୟୁଜ : ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ତାଙ୍କୁ କାବୁ କରିଛନ୍ତି। ପରେ ତାଙ୍କୁ ଗୁଣପୁର ତହସିଲ କାର୍ଯ୍ୟାଳୟକୁ ନେଇ ପଚରାଉଚରା କରିଛନ୍ତି ।ଘଟଣା ପରେ ଭିଜିଲାନ୍ସ ଟିମ ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡ ସ୍ଥିତ ଟାଉନ ଆର୍‌ଆଇ କାର୍ଯ୍ୟାଳୟ, ଶିରିଝୋଲି ଆର୍‌ଆଇ କାର୍ଯ୍ୟାଳୟ ଏବଂ ଗୁଣପୁର ଶ୍ରୀନଗରରେ ଥିବା ତାଙ୍କ ଭଡ଼ା ଘରେ ଏକକାଳୀନ ଚଢ଼ାଉ କରି ନଥି ପତ୍ର ଓ ଅନ୍ୟାନ୍ୟ ସାମଗ୍ରୀ ଯାଞ୍ଚ କରିଛନ୍ତି । ଜୟପୁର, ରାୟଗଡ଼ା ଓ ଭବାନୀପାଟଣା ଭିଜିଲାନ୍ସ ୟୁନିଟ୍‌ର ପ୍ରାୟ ୧୫ ଜଣିଆ ଟିମ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଦୁଇ ଡିଏସ୍ପିଙ୍କ ନେତୃତ୍ୱରେ ଇନ୍ସପେକ୍ଟର ଓ ଅନ୍ୟାନ୍ୟ ଅଧିକାରୀଙ୍କ ଉପସ୍ଥିତରେ ଚଢାଉ ହୋଇଥିଲା ।

  • jmjnewso

    Related Posts

    ଭଞ୍ଜନଗର ଥାନାରେ ତୃତୀୟ ମୋବାଇଲ ମେଳା

    Spread the love

    Spread the loveଭଞ୍ଜନଗର : ଜେଏମଜେ ନ୍ୟୁଜ (ପୁରୁଷୋତ୍ତମ ମହାପାତ୍ର ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନାରେ ଚଳିତ ବର୍ଷର ତୃତୀୟ ମୋବାଇଲ ମେଳା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୩୫ଟି…

    କୁଶପଡା ରେ ନିଆରା ବାହୁଡା଼ ଯାତ୍ରା

    Spread the love

    Spread the love ଦିଗପହଣ୍ଡି : ଜେଏମଜେ ନ୍ୟୁଜ (ଗଜାନନ ତ୍ରିପାଠୀ ): ଓଡ଼ିଶା ରାଜ୍ୟ ଗଂଜାମ ଜିଲ୍ଲା ଦିଗପହଣ୍ଡିର କୁଶପଡ଼ାରେ ଗ୍ରାମରେ କବିରୀଜ ଡ଼କ୍ଟର ଗଜାନନ ତ୍ରିପାଠୀ ଆଇନଜୀବୀ ଏବଂ ସାମ୍ବାଦିକ ଙ୍କ ଦ୍ବାରା ପ୍ରତିଷ୍ଠିତ ଚତୁର୍ଦ୍ଧା ଦୁରୁ ଦିଅଁ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026