ଅଗଷ୍ଟ ୧୮ରେ ସାରା ରାଜ୍ୟରେ ଆୟୋଜିତ ହେବ ନିଶାମୁକ୍ତ ଶପଥ ଅଭିଯାନ

Spread the love

ଭୁବନେଶ୍ବର: ଜେଏମଜେ ନ୍ୟୁଜ : ନିଶାମୁକ୍ତ ସମାଜ ଗଠନ ଦିଗରେ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଆସନ୍ତା ଅଗଷ୍ଟ ୧୮ରେ ସାରା ରାଜ୍ୟରେ ‘ଜାତୀୟ ନିଶା ବିରୋଧୀ ଶପଥ’ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଏହି ଅବସରରେ ରାଜ୍ୟର ଅତିକମରେ ୧୦ ପ୍ରତିଶତ ଜନସଂଖ୍ୟାଙ୍କୁ ଏହି ଶପଥ ଅଭିଯାନରେ ସାମିଲ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ।

ସ୍କୁଲ, କଲେଜ, ସରକାରୀ କାର୍ଯ୍ୟାଳୟ, ପଞ୍ଚାୟତ ଓ ବିଭିନ୍ନ ସାମାଜିକ ସଂଗଠନର ସହଭାଗିତାରେ ଏହି ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସମସ୍ତ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, କମିଶନର-ତଥା-ସଚିବ, ରେଭେନ୍ୟୁ ଡିଭିଜନାଲ କମିଶନର ଓ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।ସମସ୍ତଙ୍କୁ ଅନଲାଇନ୍ ‘ଇ-ପ୍ଲେଜ୍’ ମାଧ୍ୟମରେ ଶପଥ ଗ୍ରହଣ କରି ପ୍ରମାଣପତ୍ର ଡାଉନଲୋଡ୍ କରିବାକୁ ଉତ୍ସାହିତ କରିବାକୁ ବିଭାଗଗୁଡ଼ିକୁ କୁହାଯାଇଛି । ‘ନିଶା ମୁକ୍ତ ଭାରତ ଅଭିଯାନ’ର ଲୋଗୋ, ମାସ୍କଟ, ହେଲ୍ପଲାଇନ ନମ୍ବର ୧୪୪୪୬ ଏବଂ ସୂଚନା, ଆଇଇସି ସାମଗ୍ରୀର ବ୍ୟାପକ ବ୍ୟବହାର କରି ଅଭିଯାନର ପ୍ରଚାର ଓ ସଚେତନତା ବୃଦ୍ଧି କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ