ବଦଳିବ “ଆମ ଓଡିଶା ନବୀନ ଓଡିଶା”ର ନାମ

Spread the love

ଜେଏମଜେ ବ୍ୟୁରୋ : ବଦଳିବ ଆମ ଓଡିଶା ନବୀନ ଓଡିଶାର ନାମ । ବିକଶିତ ଗାଁ ବିକଶିତ ଓଡିଶା ନାଁରେ ଚାଲିବ କାର୍ଯ୍ୟକ୍ରମ । ଏନେଇ ଦୁଇ ଦିନ ଭିତରେ ଗାଇଡ ଲାଇନ ଆଣୁଛନ୍ତି ସରକାର । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ତାଙ୍କ କହିବା ମୁତାବକ, ଏହି କାର୍ଯ୍ୟକ୍ରମରେ, ପଲ୍ଲୀସଭାକୁ ଗୁରୁତ୍ୱ ଦିଆଯିବ । ଏବଂ ତା ସହିତ ପଞ୍ଚାୟତ ପ୍ରତିନିଧିଙ୍କୁ ଦିଆଯିବ କ୍ଷମତା । ଲୋକଙ୍କ ପ୍ରସ୍ତାବ ଅନୁସାରେ ଗାଁ ଆଉ ପଞ୍ଚାୟତର ବିକାଶ ହେବ । ତେବେ ଅନୁସୂଚିତ ଜନଜାତି ଅଞ୍ଚଳରେ ପେଶା ଆଇନ ଲାଗୁ ହେବ, ଅନ୍ୟ ସବୁ ଅଞ୍ଚଳରେ ଗ୍ରାମ ସଭା ଏବଂ ପଲ୍ଲୀସଭାକୁ ଗୁରୁତ୍ୱ ଦିଆଯିବ । ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରାଯିବ । ଲୋକଙ୍କ ଆଭିମୁଖ୍ୟକୁ ନେଇ ଗାଇଡଲାଇନ ଆସୁଛି । ଆମ ଓଡିଶା ନବୀନ ଓଡ଼ିଶାରେ ପଞ୍ଚାୟତ ପ୍ରତିନିଧି ପ୍ରଥମ ଥର ଆନ୍ଦୋଳନକୁ ଓହ୍ଲାଇଥିଲେ, କୋଭିଡ ସମୟରେ ପୂର୍ବ ସରକାର ସେମାନଙ୍କୁ ଜିଲ୍ଲାପାଳ ଆଖ୍ୟା ଦେଲେ, ହେଲେ ପରେ କ୍ଷମତା ହଟାଇ ଦେଲେ କିନ୍ତୁ ବିଜେପି ସରକାର ଲୋକଙ୍କ ଅନୁସାରେ କାମ କରିବ । ଆଉ ପଞ୍ଚାୟତ ପ୍ରତିନିଧି ମାନଙ୍କୁ ସଶକ୍ତ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି

  • Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 21 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 29 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ