ପ୍ରହଲ୍ଲାଦ ଯୋଶୀ ହେଲେ ନୂଆ ଶିକ୍ଷା ମନ୍ତ୍ରୀ

Spread the love

ନୂଆଦିଲ୍ଲୀ : ଜେଏମଜେ ନ୍ୟୁଜ : ପ୍ରହ୍ଲାଦ ଯୋଶୀଙ୍କୁ ମିଳିଲା ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ..
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ପ୍ରହ୍ଲାଦ ଯୋଶୀଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିଜର ଇସ୍ତଫାପତ୍ର ଦାଖଲ କରିଥିବା ଧର୍ମେନ୍ଦ୍ର ପ୍ରଧାନ ଘୋଷଣା କରିବାର କିଛି ଘଣ୍ଟା ପରେ ଏହି ଘଟଣାକ୍ରମ ସାମ୍ନାକୁ ଆସିଛି। ପ୍ରହ୍ଲାଦ ଯୋଶୀ ଏବେ ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗର ମନ୍ତ୍ରୀ ଅଛନ୍ତି । ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ କ୍ରମେ ରାଷ୍ଟ୍ରପତି ତାଙ୍କୁ ତାଙ୍କର ବର୍ତ୍ତମାନର ମନ୍ତ୍ରଣାଳୟଗୁଡ଼ିକ ସହ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି।ରାଷ୍ଟ୍ରପତି ସଚିବାଳୟ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ପ୍ରହ୍ଲାଦ ଯୋଶୀ ନିଜର ବର୍ତ୍ତମାନର ଦାୟିତ୍ୱ ସହିତ ଶିକ୍ଷା ମନ୍ତ୍ରଣାଳୟର କାର୍ଯ୍ୟ ମଧ୍ୟ ସମ୍ଭାଳିବେ। ଅର୍ଥାତ୍ ବର୍ତ୍ତମାନ ତାଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି, ଯେତେବେଳେ କି ତାଙ୍କର ପୂର୍ବ ବିଭାଗଗୁଡ଼ିକ ପୂର୍ବପରି ତାଙ୍କ ପାଖରେ ହିଁ ରହିବ।

  • jmjnewso

    Related Posts

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    Spread the love

    Spread the love ଜେଏମଜେ ନ୍ୟୁଜ : ଅବସରପ୍ରାପ୍ତ ଅଣ-ଗେଜେଟେଡ୍ ଏବଂ ଗେଜେଟେଡ୍ ଦିଲ୍ଲୀ ପୁଲିସ ଅଧିକାରୀଙ୍କ ସଂଗଠନ, ଦିଲ୍ଲୀ ପୁଲିସ ମହାସଂଘ, ଜୁଲାଇ ୩୧ ରେ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜନ୍ତରମନ୍ତରରେ ଏକ ଶାନ୍ତିପୂର୍ଣ୍ଣ ଦିନିକିଆ ଧାରଣା…

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜଧାନୀ ଦିଲ୍ଲୀର ଜନ୍ତରମନ୍ତରରେ କକ୍ରୋଚ୍ ଜନତା ପାର୍ଟି(ସିଜେପି) ପକ୍ଷରୁ ବିକ୍ଷୋଭ ସମୟରେ, ପୁଲିସ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଲାଠିଚାର୍ଜ କରିଥିଲା ଏବଂ ଲୁହ ବୁହା ଗ୍ୟାସ୍ ମଧ୍ୟ ପ୍ରୟୋଗ କରିଥିଲା। ଏହି ମାମଲାର…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026