ଭଞ୍ଜନଗର ଥାନାରେ ତୃତୀୟ ମୋବାଇଲ ମେଳା

Spread the love

ଭଞ୍ଜନଗର : ଜେଏମଜେ ନ୍ୟୁଜ (ପୁରୁଷୋତ୍ତମ ମହାପାତ୍ର ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନାରେ ଚଳିତ ବର୍ଷର ତୃତୀୟ ମୋବାଇଲ ମେଳା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୩୫ଟି ଫୋନ୍ ଜବତ କରି ରବିବାର ଦିନ ହିତାଧିକାରୀମାନଙ୍କୁ ହସ୍ତାନ୍ତର କରିଛି।

ଏଯାବତ ମୋଟ ୧୬୫ଟି ମୋବାଇଲ୍ ପୋଲିସ ଜବତ କରି ପ୍ରଦାନ କରିଥିବା ବେଳେ ଆଜି ଆଉ ୩୫ଟି ମୋବାଇଲ୍ ଫୋନ୍ ଜବତ କରାଯାଇ ପ୍ରକୃତ ମାଲିକମାନଙ୍କୁ ଫେରାଇ ଦିଆଯାଇଛି।ବିଭିନ୍ନ ନାମୀଦାମୀ କମ୍ପାନୀ ର ମୋବାଇଲ ଗୁଡ଼ିକ ଯାହାର ଅନୁମାନିକ ମୂଲ୍ୟ ପ୍ରାୟ ଚାରି ଲକ୍ଷ୍ୟ ରୁ ଉର୍ଦ୍ଧ ହେବ ବୋଲି ଅନୁମାନ କରାଯାଇଛି।

ନୂତନ ବୈଷୟିକ ଜ୍ଞାନକୌଶଳ ଓ ସାଇବର୍ ପ୍ରଯୁକ୍ତିର ସହାୟତାରେ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍ ଫେରିପାଇବାରେ ପୋଲିସ ସଫଳ ହୋଇଛି। ଏନେଇ ଥାନା ପରିସରରେ ଆୟୋଜିତ ଖବର ଦାତା ସମ୍ମିଳନୀରେ ଏଡି ପିଓ ଦୀପକ କୁମାର ମିଶ୍ର ସୂଚନା ଦେଇଛନ୍ତି।
ଭଞ୍ଜନଗର ରୁ ପୁରୁଷୋତ୍ତମ ମହାପାତ୍ର ଙ୍କ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    Spread the love

    Spread the love ସୋରଡ଼ା : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି କରି ଅଭିଯୁକ୍ତ ଫେରାର…

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 29 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 25 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ