ଓଡ଼ିଶାକୁ ବାତ୍ୟା ଭୟ ନାହିଁ କହିଲା ପାଣିପାଗ ବିଭାଗ

Spread the love

ଜେଏମଜେ ବ୍ୟୁରୋ : କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ଲଘୁଚାପକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଭାରତୀୟ ପାଣିପାଗ ବିଭାଗ ଡ଼ିଜି ଡାକ୍ତର ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି, ବର୍ତ୍ତମାନ ଓଡ଼ିଶାକୁ ବାତ୍ୟା ଭୟ ନାହିଁ । ଏହାକୁ ନେଇ ଚିତ୍ର ୨୧ ତାରିଖରେ ସ୍ପଷ୍ଟ ହୋଇଯିବ । କେନ୍ଦ୍ରୀୟ ଆଣ୍ଡାମାନ ଏବଂ ଏହାର ନିକଟସ୍ଥ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୨୧ ତାରିଖ ପାଖାପାଖି ଏକ ଲଘୁଚାପ କ୍ଷେତ୍ର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ଆଣ୍ଡମାନ ସାଗରରେ ସୃଷ୍ଟି ହେବାର ପୂର୍ବାନୁମାନ କରାଯାଇଛି । ଏହାପରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୩ ତାରିଖ ପାଖାପାଖି କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଅବପାତରେରେ ପରିଣତ ହେବାର ସମ୍ଭାବନା ରହିଛି । ତେଣୁ ଏହା ପ୍ରଭାବରେ ଆଣ୍ଡମାନ ସାଗରରେ ମେଘ ଖଣ୍ଡ ଗୁଡ଼ିକ କେନ୍ଦ୍ରୀଭୂତ ହେଉଛନ୍ତି । ବର୍ତ୍ତମାନ ଏହାର କୌଣସି ପ୍ରଭାବ ଓଡ଼ିଶା ଉପରେ ନାହିଁ

ସେ ଆହୁରି କହିଛନ୍ତି ଯେ, ଆମର ପୂର୍ବାନୁମାନ ୨୩ରୁ ୨୫ ତାରିଖ ଭିତରେ ଓଡ଼ିଶାରେ ଏହା ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇପାରେ । ୨୪ ଏବଂ ୨୫ ତାରିଖରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେଉଁ ଜିଲ୍ଲାରେ କେତେ ପରିମାଣରେ ବର୍ଷା ହେବ ତାର ସଠିକ୍ ଅନୁମାନ ଏହା ଲଘୁଚାପରେ ପରିଣତ ହେବା ପରେ କରାଯାଇପାରିବ । ଅଳ୍ପ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି

ମତ୍ସ୍ୟଜୀବୀ ମାନେ ୨୨ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଯିବା ଉଚିତ୍ ନୁହେଁ । ଉତ୍ତର ବଙ୍ଗୋପସାଗର ୨୪ ତାରିଖରୁ ଯିବା ଉଚିତ ନୁହେଁ । ଆସନ୍ତା ୨୩ ତାରିଖରେ ଅବପାତରେ ପରିଣତ ହେବା ପରେ ୪୫ରୁ ୫୦କି.ମି. ରହିବ । ସେହି ସମୟରେ ସମୁଦ୍ରକୁ ନ ଯିବା ପାଇଁ ବାରଣ କରାଯାଇଛି

  • Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 21 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 29 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ