ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ ୧୧ ଟାରେ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲେ। ତେବେ ଏହି ସମୟରେ ବୁଧବାର ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ରାଜ୍ୟ ପ୍ରଭାରୀ ଏବଂ ଭାଜପା ସାଂସଦଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।ଯେଉଁଥିରେ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିବା ଦେଖିବାକୁ ମିଳିଛି। ଏବେ ଏହି ବୈଠକ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି। ବୈଠକକୁ ନେଇ ନିଜେ ଧର୍ମେନ୍ଦ୍ର ପ୍ରଧାନ ଏକ୍ସରେ ଶେୟାର କରି ଲେଖିଛନ୍ତି, ଓଡ଼ିଶାର ବିକାଶମୂଳକ କାର୍ଯ୍ୟ ସହ ଜଡ଼ିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ରାଜ୍ୟ ପ୍ରଭାରୀ ଓ ଆମ ଦଳର ସାଂସଦମାନଙ୍କ ସହ ଆଲୋଚନା ହୋଇଛି।

  • jmjnewso

    Related Posts

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 43 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 75 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 49 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ