ବ୍ଲକ ସ୍ତରୀୟ ପାଚିକା ଓ ସହାୟିକା ମାନଙ୍କ ପ୍ରଶିକ୍ଷଣ ଶିବିର

Spread the love


ସୁବର୍ଣ୍ଣପୁର: ଜେଏମଜେ ନ୍ୟୁଜ (ଚୈତନ୍ୟ ଭୁକ୍ତା ): : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଜାଲୋଏ ଗ୍ରାମପଞ୍ଚାୟତ ଅନ୍ତର୍ଗତ କଇରାଝୁଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ପାଚିକା ଓ ସହାୟକ ମାନଙ୍କ ନିମନ୍ତେ ଖାଦ୍ୟ ନିରାପତ୍ତା ଓ ସ୍ୱଚ୍ଛତା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏହି ପ୍ରଶିକ୍ଷଣ ଶିବିରରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସୁରେଶ ପଧାନଙ୍କ ଅଧ୍ୟକ୍ଷ୍ୟତାରେ ଉଲୁଣ୍ଡା ଗୋଷ୍ଠୀ ସାଧନ କର୍ମୀ ଶ୍ରୀଯୁକ୍ତ ପ୍ରଶାନ୍ତ ଦାସ, କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ସନ୍ଥ ସମୀର ଜଗଦଲା, ଶ୍ରୀଯୁକ୍ତ ଶରତ କୁମାର ନାଏକ ପ୍ରମୂଖ ଉପସ୍ଥିତ ରହି ପାଚିକା ଓ ସହାୟକ ମାନଙ୍କୁ ଖାଦ୍ୟ ନିରାପତ୍ତା ଓ ସ୍ୱଚ୍ଛତା ଉପରେ ଗୁରତ୍ୱପୂର୍ଣ୍ଣ ପରାମର୍ଶ ତଥା ପ୍ରଶିକ୍ଷଣ ଦେଇଥିଲେ। ଏହାପରେ ସମସ୍ତ ପାଚିକା ତଥା ସହାୟକ ମାନଙ୍କୁ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସୁରେଶ ପଧାନଙ୍କ କରକମଳରେ ସମ୍ମାନପତ୍ର ପ୍ରଦାନ କରାଯାଇଥିଲା। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମଟିକୁ ସାଫଲ୍ୟମଣ୍ଡିତ କରିବା ପାଇଁ ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ସୁଦର୍ଶନ ଭୁକ୍ତା, ଶ୍ରୀଯୁକ୍ତ ଜିତେନ୍ଦ୍ର ପର୍ଡିଆ, ଶ୍ରୀଯୁକ୍ତ ପ୍ରଭାସ ମେହେର, ଶ୍ରୀଯୁକ୍ତ ପ୍ରମୋଦ କୁମାର ସାହୁ, ଶ୍ରୀଯୁକ୍ତ ନରସିଂହ ପଣ୍ଡା, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ସଦସ୍ୟା ସହଯୋଗ କରିଥିଲେ।

  • jmjnewso

    Related Posts

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ସ୍ଥାନୀୟ ଗାନ୍ଧିନଗରସ୍ଥିତ ପ୍ରଥମ ଗଳି ଏକ୍ସଟେନସନ ଅନିଲ କମର୍ସ ଇନଷ୍ଟିଚ୍ୟୁଟ ର ଅନିଲ୍ସ ଉତ୍ସବ ୨୦୨୬ ଗଞ୍ଜାମ କଳାପରିଷଦ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରହ୍ମପୁର ବିଧାୟକଙ୍କ ପ୍ରତିନିଧି…

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    Spread the love

    Spread the loveଧରାକୋଟ : ଜେଏମଜେ ନ୍ୟୁଜ : ଧରାକୋଟ ବ୍ଲକ ମାଣିକପୁର ପଞ୍ଚାୟତ ଢ଼ଉପଦା ଗାଁ ରେ ଦୁର୍ଘଟଣା l ନାବାଳିକା ଉପରେ ମାଡ଼ିଗଲା ଘରୋଇ ବସ୍ l ଘଟଣାସ୍ଥଳରେ ନାବାଳିକା ଙ୍କ ମୃତ୍ୟୁ l ବସ ନେଇ ଚମ୍ପଟ…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 15 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 25 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 35 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 40 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 35 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 33 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ