ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

Spread the love

ଭବାନୀପାଟଣା:ଜେଏମଜେ ନ୍ୟୁଜ (ପିତାମ୍ବର ବେହେରା ): କଳାହାଣ୍ଡି ଜିଲ୍ଲାରେ ବନ୍ୟା ଜଳରେ ଫସିଥିବା ଲୋକଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ । ନିଜେ ଲାଇଫ୍ ଜ୍ୟାକେଟ୍ ପିନ୍ଧି କେସିଙ୍ଗା ସ୍ଥିତ ବେଲଖଣ୍ଡି ଶିବ ମନ୍ଦିରରୁ ବନ୍ୟା ୧୫ ଜଣଙ୍କୁ ଉଦ୍ଧାର କରିଛନ୍ତି କଳାହାଣ୍ଡି ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ ।

ଜିଲ୍ଲାପାଳ ନିଜେ ଲାଇଫ ଜାକେଟ୍‌ ପିନ୍ଧି ଅଗ୍ନିଶମ କର୍ମଚାରୀଙ୍କ ସହିତ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇ ଏମାନଙ୍କୁ ଉଦ୍ଧାର କରିଛନ୍ତି । ସେହିପରି ରଜାପଡ଼ାର ୭ ଜଣ ଓ ବେଦାନ୍ତ ପମ୍ପ ହାଉସରୁ ୨ ଜଣଙ୍କୁ ଅଗ୍ନିଶମ ବିଭାଗ ଉଦ୍ଧାର କରିଛି । ଜିଲ୍ଲାପାଳ କେସିଙ୍ଗା ବ୍ଲକର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି ।

  • jmjnewso

    Related Posts

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ସ୍ଥାନୀୟ ଗାନ୍ଧିନଗରସ୍ଥିତ ପ୍ରଥମ ଗଳି ଏକ୍ସଟେନସନ ଅନିଲ କମର୍ସ ଇନଷ୍ଟିଚ୍ୟୁଟ ର ଅନିଲ୍ସ ଉତ୍ସବ ୨୦୨୬ ଗଞ୍ଜାମ କଳାପରିଷଦ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରହ୍ମପୁର ବିଧାୟକଙ୍କ ପ୍ରତିନିଧି…

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    Spread the love

    Spread the loveଧରାକୋଟ : ଜେଏମଜେ ନ୍ୟୁଜ : ଧରାକୋଟ ବ୍ଲକ ମାଣିକପୁର ପଞ୍ଚାୟତ ଢ଼ଉପଦା ଗାଁ ରେ ଦୁର୍ଘଟଣା l ନାବାଳିକା ଉପରେ ମାଡ଼ିଗଲା ଘରୋଇ ବସ୍ l ଘଟଣାସ୍ଥଳରେ ନାବାଳିକା ଙ୍କ ମୃତ୍ୟୁ l ବସ ନେଇ ଚମ୍ପଟ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 65 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ