ଭିଜିଲାନ୍ସ ଜାଲରେ ପରିବହନ ବିଭାଗ ଟ୍ରାଫିକ ଇନସ୍ପେକ୍ଟର

Spread the love

ଜେଏମଜେ ନ୍ୟୁଜ : ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ଗାଡି ଚାଲାଣ ପାସ କରିଦେବାକୁ ନେଉଥିଲେ ଲାଞ୍ଚ । କାର୍ଯ୍ୟାଳୟ ଓ ସୁନ୍ଦରଗଡ଼ ସ୍ଥିତ ବାସ ଭବନରେ ଚଢ଼ାଉ ।ମିଳିଥିବା ସୂଚନା ଅନୁଯାୟୀ, ଅଭିଯୋଗକାରୀ (ଟ୍ରକ୍ ମାଲିକ)ଙ୍କର ଦୁଇଟି ହାଇୱା ଟ୍ରକ୍ ରହିଛି।

ଗତ ଦୁଇ ମାସ ଧରି ନିଜ ଅଞ୍ଚଳରେ କୌଣସି ବାଧାବିଘ୍ନ ନକରି ଗାଡ଼ି ଚଳାଇଦେବା ପାଇଁ ଅଭିଯୁକ୍ତ ଟ୍ରାଫିକ୍ ଇନସ୍ପେକ୍ଟର ମିଶ୍ର ଟ୍ରକ୍ ମାଲିକଙ୍କୁ ମାସିକିଆ ବଟି ବାବଦକୁ ୨୦,୦୦୦ ଟଙ୍କା ଲାଞ୍ଚ ଦାବି କରିଥିଲେ। ଟଙ୍କା ନଦେଲେ ଗାଡ଼ି ଚଳାଚଳରେ ବାଧା ସୃଷ୍ଟି କରାଯିବ ବୋଲି ସେ ଧମକ ଦେଇଥିଲେ। ଲାଞ୍ଚ ଦେବାକୁ ଅସମର୍ଥ ହେବାରୁ ସମ୍ପୃକ୍ତ ଟ୍ରକ୍ ମାଲିକ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ।ଅଭିଯୋଗ ଆଧାରରେ ଭିଜିଲାନ୍ସ ଏକ ଯୋଜନାବଦ୍ଧ ଚଢ଼ାଉ କରି ମୁକେଶ କୁମାର ମିଶ୍ରଙ୍କୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଛି । ଏହି ଘଟଣା ଏବେ ସୁନ୍ଦରଗଡ଼ରେ ଚର୍ଚ୍ଚାର ବିଷୟ ହୋଇଛି।

  • jmjnewso

    Related Posts

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    Spread the love

    Spread the love ଭୁବନେଶ୍ୱର :ଜେଏମଜେ ନ୍ୟୁଜ : ରାତି ଅଧରେ ମହିଳା ସହକର୍ମୀଙ୍କ ଘରେ ପଶି ହଙ୍ଗାମା ଓ ଅସଦାଚରଣ କରିବା ମହଙ୍ଗା ପଡ଼ିଲା। ଗିରଫ ହେଲେ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ ବିଶ୍ୱାଳ। ତାଙ୍କୁ ଗିରଫ କରିଛି…

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    Spread the love

    Spread the love ଜେଏମଜେ ବ୍ୟୁରୋ :ମଣିପୁରର ଜିରିବାମ ଜିଲ୍ଲାର ଲେଇସଙ୍ଗ କୁକି ଗାଁରେ ଏକ ପୁଣି ହିଂସାକାଣ୍ଡ ଘଟିଛି । ଦୁଇଜଣ ଆଦିବାସୀ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି ଏବଂ ଏକାଧିକ ଫାର୍ମହାଉସ୍‌କୁ ନିଆଁ ଲଗାଇ ପୋଡ଼ି ଦିଆଯାଇଛି…

    Leave a Reply

    Your email address will not be published. Required fields are marked *

    You Missed

    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    • By jmjnewso
    • September 18, 2026
    • 21 views
    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    • By jmjnewso
    • September 18, 2026
    • 34 views
    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    • By jmjnewso
    • September 18, 2026
    • 26 views
    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    • By jmjnewso
    • September 18, 2026
    • 32 views
    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 50 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 91 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ