ଗୋପାଳପୁର ଧବଳେଶ୍ୱର ମନ୍ଦିରରେ ଜଳାଭିଷେକ କଲେ ମହାମହିମ ରାଷ୍ଟ୍ରପତି

Spread the love

ବ୍ରହ୍ମପୁର : ଜେଏମଜେ ନ୍ୟୁଜ :+ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିଛନ୍ତି ମହାମହିମ ରାଷ୍ଟ୍ରପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦ୍ବିତୀୟ ଦିନରେ ଗୋପାଳପୁର ନିକଟବର୍ତ୍ତୀ ଧବଳେଶ୍ୱର ପୀଠରେ ଦର୍ଶନ ସହିତ ପୂଜାର୍ଚ୍ଚନା କରିଛନ୍ତି । ପବିତ୍ର ଶ୍ରାବଣ ମାସରେ ଶିବମନ୍ଦିରରେ ରାଷ୍ଟ୍ରପତିଙ୍କ ତରଫରୁ ଜଳାଭିଷେକ ଓ ପୁଷ୍ପାଭିଷେକ କରାଯାଇଛି। ଭୋର ୫ଟା ୩୦ ମିନିଟ୍‌ରେ ଆର୍ମି ଏଡି କଲେଜରୁ ବାହାରି ଗୋଳାବନ୍ଧ ନିକଟସ୍ଥ ଶ୍ରୀ ଧବଳେଶ୍ୱର ପୀଠରେ ପହଞ୍ଚିଥିଲେ । ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବା ସହିତ ପୂଜାର୍ଚ୍ଚନା କରି ପୁନର୍ବାର ଆର୍ମୀ ଏଡି କଲେଜକୁ ଫେରିଛନ୍ତି ରାଷ୍ଟ୍ରପତି । ବାବା ଧବଳେଶ୍ୱରଙ୍କ ପୀଠରେ ପହଞ୍ଚିବା ପରେ ସେବାୟତ ଏବଂ ମନ୍ଦିର କମିଟିର ସଭାପତି ରାଷ୍ଟ୍ରପତିଙ୍କୁ ମନ୍ଦିର ମଧ୍ୟକୁ ପାଛୋଟି ନେଇଥିଲେ । ସୁରକ୍ଷା ଦୃଷ୍ଟିରୁ ମନ୍ଦିର ପରିସରରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା ।ସାଢ଼େ ୧୦ଟା ସମୟରେ ବ୍ରହ୍ମପୁର ରେଳଷ୍ଟେସନରୁ ସ୍ୱତନ୍ତ୍ର ଟ୍ରେନ୍‌ ଯୋଗେ ଭୁବନେଶ୍ୱର ଫେରିଥିବା ଜଣାଯାଇଛି.
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    Spread the love

    Spread the loveବୁଗୁଡ଼ା,୦୪/୧୦ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସରରେ ହିତାଧିକାରୀମାନଙ୍କୁ ସାମାଜିକ ସୁରକ୍ଷା ଭତ୍ତା, ନୂତନ ରାସନ କାର୍ଡ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ…

    ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନର ନୂଆଁଖାଇ ବନ୍ଧୁମିଳନ

    Spread the love

    Spread the loveବରଗଡ଼ : ଜେଏମଜେ ନ୍ୟୁଜ (କ୍ଷମାନିଧି ବଣ୍ଡୁକି ):ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ରେଶମ ବଜାର ପ୍ରାଙ୍ଗଣରେ ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନ ଭେଡେନର ରେଶମ, ଅରେଇଗୁଡି, ଅଇଁଲାପାଲି ଓ ଲୁହାଖଣ୍ଡି ପଞ୍ଚାୟତକୁ ନେଇ ନୂଆଁଖାଇ ବନ୍ଧୁମିଳନ…

    Leave a Reply

    Your email address will not be published. Required fields are marked *

    You Missed

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    ୫ ରାଜ୍ୟ ଗସ୍ତ କରିବେ ଡେପୁଟି ଇସି।

    ୫ ରାଜ୍ୟ ଗସ୍ତ କରିବେ ଡେପୁଟି ଇସି।

    ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଆକ୍ରମଣ

    ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଆକ୍ରମଣ

    ସେଲ୍ଫ ଏୱାକିଙ୍ଗ ମିଶନ ତରଫରୁ ଶିଶୁମାନଙ୍କୁ ସକାରାତ୍ମକ ଚିନ୍ତାଧାରା ଓ ଆତ୍ମବିଶ୍ୱାସ ବିକାଶ ପାଇଁ ପ୍ରେରଣା ପ୍ରଦାନ

    ସେଲ୍ଫ ଏୱାକିଙ୍ଗ ମିଶନ ତରଫରୁ ଶିଶୁମାନଙ୍କୁ ସକାରାତ୍ମକ ଚିନ୍ତାଧାରା ଓ ଆତ୍ମବିଶ୍ୱାସ ବିକାଶ ପାଇଁ ପ୍ରେରଣା ପ୍ରଦାନ

    ପାର୍ବଣକୁ ବିଗାଡ଼ି ଦେବ କି ବର୍ଷା ?

    ପାର୍ବଣକୁ ବିଗାଡ଼ି ଦେବ କି ବର୍ଷା ?

    ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନର ନୂଆଁଖାଇ ବନ୍ଧୁମିଳନ

    ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନର ନୂଆଁଖାଇ ବନ୍ଧୁମିଳନ