ଜିଲୁଣ୍ଡି ଠାରେ ବେନିୟମ ଗୋ ଚାଲାଣକାରୀକୁ ଅଟକ,୧୧ ଗାଈ ଉଦ୍ଧାର,ଜଣେ ଗିରଫ

Spread the love

ଭଞ୍ଜନଗର :ଗ ଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଜିଲୁଣ୍ଡି ଗ୍ରାମର ଯୁବକ ମାନେ ଆଜି ଏକ ପିକ ଅପ୍ ଭ୍ୟାନ୍ ଗାଡ଼ି କୁ ଜବତ କରି ସେଥିରୁ ୧୧ ଟି ଗାଈ କୁ ଉଦ୍ଧାର କରିଥିଲେ। ଏହାପରେ ସେମାନେ ଏନେଇ ପୋଲିସ କୁ ସୂଚନା ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗାଡ଼ିକୁ ଜବତ କରିବା ସହ ଗାଈ ଗୁଡିକୁ ଉଦ୍ଧାର କରି ଏକ ଗୋସାଳା କୁ ପଠାଇ ଦେଇଛି। ଗାଡ଼ିର ଚାଳକ ଲାଠିପଡ଼ାର ରବିନ୍ଦ୍ର ନାୟକଙ୍କୁ ଗିରଫ କରାଯାଇଛି ଓ ଅନ୍ୟ କିଛି ବ୍ୟକ୍ତି ସେଠାରୁ ଦୌଡ଼ି ପଳାଇଥିଲେ।ପୋଲିସ ଘଟଣା ସ୍ଥଳରେ ପହଞ୍ଚି ପୂର୍ବରୁ ସ୍ଥାନୀୟ ଲୋକଙ୍କ ଭୟରେ ଗୋଟିଏ ପଲସର ବାଇକ କୁ ଛାଡି ପଳାଇଥିଲେ। ଯାହା ସୂଚନା ମିଳିଛି ବେଲଗୁଣ୍ଠା ଆମ୍ବପୁଆ ରୁ ୧୧ ଟି ଗାଈ ଧରି ଲାଠିପଡା ଅଭିମୁଖେ ଆଜି ସକାଳେ ଯାଉଥିବା ବେଳେ ଜିଲୁଣ୍ଡି ଠାରେ କିଛି ଯୁବକ ଗାଈ ଗୁଡିକୁ ଅଟକାଇ ଥିବା ଜଣାଯାଇଛି..
ଭଞ୍ଜନଗର ରୁ ପୁରୁଷୋତ୍ତମ ମହାପାତ୍ର ଙ୍କ ରିପୋର୍ଟ jmj ନ୍ୟୁ

  • Related Posts

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ‘ନୂଆଁଖାଇ’ ଉତ୍ସବ ପାଳନ କରାଯିବ । ଏଥିଲାଗି ସ୍ୱତନ୍ତ୍ର ଡକରା ପାଇ ନୂଆଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ୫ଟି ସାଂସ୍କୃତିକ ଦଳ । ସେ ଭିତରେ ରହିଛନ୍ତି ଅବିଭକ୍ତ…

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    Spread the love

    Spread the loveସମ୍ବଲପୁର :ଜେଏମଜେ ନ୍ୟୁଜ : ସମ୍ବଲପୁର ସହରର ଦେହେରିପାଲି ଅଞ୍ଚଳରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ଥାନୀୟ ଗଣେଶ ପୂଜା ପେଣ୍ଡାଲରେ ହଠାତ୍ ଭୟଙ୍କର ନିଆଁ ଲାଗି ସମଗ୍ର ମଣ୍ଡପ ଜଳିପୋଡ଼ି ଛାରଖାର ହୋଇଯାଇଛି ।…

    Leave a Reply

    Your email address will not be published. Required fields are marked *

    You Missed

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 24 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ