ଦିଲ୍ଲୀରେ ଶିଳ୍ପପତିଙ୍କୁ ଭେଟିଲେ,ଓଡ଼ିଶାରେ ନିବେଶ ସମ୍ପର୍କରେ ପ୍ରତ୍ୟକ୍ଷ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

Spread the love

ଜେଏମଜେ ନ୍ୟୁଜ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ଆଜି ଶିଳ୍ପପତିମାନଙ୍କୁ ଭେଟି ଓଡ଼ିଶାରେ ନିବେଶ ସମ୍ପର୍କରେ ପ୍ରତ୍ୟକ୍ଷ ଆଲୋଚନା କରିଛନ୍ତି। ଓଡ଼ିଶା ଫୁଡ୍‌ ପ୍ରୋ ୨୦୨୬ ନିବେଶକ ସମ୍ମିଳନୀ ଓ ରୋଡ୍‌ସୋ ପରିପ୍ରେକ୍ଷୀରେ ସେ ବିଭିନ୍ନ ଶିଳ୍ପପତିଙ୍କ ସହ ଆଲୋଚନା କରିଛନ୍ତି । ସେ ଚିରିପାଲ୍‌ ପଲିଫିଲ୍ମସର ସିିଇଓ ସୁମନ୍ତ ସିଂଘଲ, ହିନ୍ଦୁସ୍ତାନ କୋକାକୋଲା ବେଭରେଜେସ୍‌ର ସିିଇଓ ଓ ନିର୍ଦ୍ଦେଶକ ହେମନ୍ତ ରୁପାନି, ବାଲାଜୀ ୱାଫର୍ସର ନିର୍ଦ୍ଦେଶକ ଶ୍ୟାମ ଭିରାନି ଓ କେୟୁର ଭିରାନି, ଲେଟ୍‌ସ ଟ୍ରାଏର ସିଇଓ ତଥା ପ୍ରତିଷ୍ଠାତା ବିନୋଦ କାଲ୍‌ରା, ବିୟଣ୍ଡ ସ୍ନାକ୍ସର ପ୍ରତିଷ୍ଠାତା ମାନସ ମଧୁଙ୍କୁ ଭେଟିବା ସହ ଆଲୋଚନା କରିିଥିଲେ ।ଏହି କମ୍ପାନିଗୁଡ଼ିକ ସହିତ ରାଜ୍ୟ ସରକାର ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷର କରିଛନ୍ତି। ଓଡ଼ିଶା ଫୁଡ୍‌ ପ୍ରୋ ୨୦୨୬ରେ ରାଜ୍ୟ ସରକାର ୧୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ହାସଲ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଓ ଅନ୍ୟ ଅଧିକାରୀମାନେ ମଧ୍ୟ ଶିଳ୍ପ ପ୍ରତିନିଧିମାନଙ୍କୁ ଭେଟିଥିଲେ।

  • jmjnewso

    Related Posts

    ୫ ରାଜ୍ୟ ଗସ୍ତ କରିବେ ଡେପୁଟି ଇସି।

    Spread the love

    Spread the loveନୂଆଦିଲ୍ଲୀ: ଜେଏମଜେ ନ୍ୟୁଜ : ଦେଶର ୫ଟି ରାଜ୍ୟରେ ଆଗାମୀ ଦିନରେ ହେବାକୁ ଥିବା ଗୁରୁତ୍ବପୂର୍ଣ୍ଣ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ବିଭିନ୍ନ ରାଜ୍ୟରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବା ପାଇଁ…

    ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜିଠାରୁ ସିଜେପିର ଦେଶବ୍ୟାପୀ ଆନ୍ଦୋଳନ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜିଠାରୁ ସିଜେପିର ଦେଶବ୍ୟାପୀ ଆନ୍ଦୋଳନ। ବିଭିନ୍ନ ରାଜ୍ୟରେ ସିଜେପି ଆନ୍ଦୋଳନ କରିବାକୁ ଘୋଷଣା କରିଛନ୍ତି ଦଳର ପ୍ରତିଷ୍ଠାତା ଅଭିଜିତ ଦୀପକେ। ନିର୍ବାଚନ କମିଶନ ମଧ୍ୟରେ…

    Leave a Reply

    Your email address will not be published. Required fields are marked *

    You Missed

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    ୫ ରାଜ୍ୟ ଗସ୍ତ କରିବେ ଡେପୁଟି ଇସି।

    ୫ ରାଜ୍ୟ ଗସ୍ତ କରିବେ ଡେପୁଟି ଇସି।

    ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଆକ୍ରମଣ

    ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଆକ୍ରମଣ

    ସେଲ୍ଫ ଏୱାକିଙ୍ଗ ମିଶନ ତରଫରୁ ଶିଶୁମାନଙ୍କୁ ସକାରାତ୍ମକ ଚିନ୍ତାଧାରା ଓ ଆତ୍ମବିଶ୍ୱାସ ବିକାଶ ପାଇଁ ପ୍ରେରଣା ପ୍ରଦାନ

    ସେଲ୍ଫ ଏୱାକିଙ୍ଗ ମିଶନ ତରଫରୁ ଶିଶୁମାନଙ୍କୁ ସକାରାତ୍ମକ ଚିନ୍ତାଧାରା ଓ ଆତ୍ମବିଶ୍ୱାସ ବିକାଶ ପାଇଁ ପ୍ରେରଣା ପ୍ରଦାନ

    ପାର୍ବଣକୁ ବିଗାଡ଼ି ଦେବ କି ବର୍ଷା ?

    ପାର୍ବଣକୁ ବିଗାଡ଼ି ଦେବ କି ବର୍ଷା ?

    ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନର ନୂଆଁଖାଇ ବନ୍ଧୁମିଳନ

    ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନର ନୂଆଁଖାଇ ବନ୍ଧୁମିଳନ