ଅନ୍ତରୀଣ ପୁଲିସ ଡିଜିପି ଭାବେ ନିଯୁକ୍ତ ହେଲେ ବିନୟତୋଷ ମିଶ୍ର:ଅଗଷ୍ଟ ୧୬ରୁ ସମ୍ଭାଳିବେ ଦାୟିତ୍ୱ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟ ପୁଲିସରେ ବଡ଼ ପରିବର୍ତ୍ତନ। ୧୯୯୩ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ରଙ୍କୁ ଓଡ଼ିଶାର ଅନ୍ତରୀଣ ପୁଲିସ ଡିଜିପି ଭାବେ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ ସେ କ୍ରାଇମ୍ ବ୍ରାଞ୍ଚ ଡିଜି ଭାବେ କାର୍ଯ୍ୟରତ ଅଛନ୍ତି। ବର୍ତ୍ତମାନର ପୁଲିସ ଡିଜି ୱାଇ. ବି. ଖୁରାନିଆ ଅଗଷ୍ଟ ୧୬ ତାରିଖରେ ଅବସର ଗ୍ରହଣ କରିବେ।ତାଙ୍କ ଅବସର ପରେ ବିନୟତୋଷ ମିଶ୍ର ଅତିରିକ୍ତ ଡିଜିପି ଭାବେ ଦାୟିତ୍ୱ ନେବେ। ଅନ୍ୟପଟେ ରାଜ୍ୟର ନୂଆ ଡିଜିପି ନିଯୁକ୍ତି ପାଇଁ ୟୁପିଏସ୍ସିରେ ଚାଲିଥିବା ଚୟନ ପ୍ରକ୍ରିୟା ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଅଗଷ୍ଟ ୧୮ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିଛି। ଅଗଷ୍ଟ ୧୮ରେ ସୁପ୍ରିମକୋର୍ଟଙ୍କ ଆଗାମୀ ନିର୍ଦ୍ଦେଶ ଉପରେ ନୂଆ ଡିଜିପି ନିଯୁକ୍ତିର ପରବର୍ତ୍ତୀ ପଦକ୍ଷେପ ନିର୍ଭର କରିବ। ସେପର୍ଯ୍ୟନ୍ତ ବିନୟତୋଷ ମିଶ୍ର ରାଜ୍ୟ ପୁଲିସର କାମଚଳା ଡିଜିପି ଭାବେ ଦାୟିତ୍ୱ ତୁଲାଇବେ। ନୂଆ ଡିଜିପି ଚୟନ ଓ ନିଯୁକ୍ତ ହେବା ପର୍ଯ୍ୟନ୍ତ ଦାୟିତ୍ବ ତୁଲାଇବେ ବିନୟତୋଷ ମିଶ୍ର।

  • jmjnewso

    Related Posts

    ଛାତ୍ର ସଂସଦ ନିର୍ବାଚନ ନେଇ ଡିଜିପିଙ୍କ ସମୀକ୍ଷା, କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଛାତ୍ର ସଂସଦ ନିର୍ବାଚନ ପାଇଁ ପୋଲିସର ବଡ଼ ପ୍ରସ୍ତୁତି । SP-DCPଙ୍କ ସହ DGPଙ୍କ ସମୀକ୍ଷା । କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର । ଦୀର୍ଘ ୮ ବର୍ଷର…

    ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି

    Spread the love

    Spread the loveଭୁବନେଶ୍ବର: ଜେଏମଜେ ନ୍ୟୁଜ : ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମିଶନ ଶକ୍ତି ପ୍ରେକ୍ଷାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ୧,୭୯,୮୦୯ଟି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କାର ସୁଧ ଫେରସ୍ତ…

    Leave a Reply

    Your email address will not be published. Required fields are marked *

    You Missed

    ଛାତ୍ର ସଂସଦ ନିର୍ବାଚନ ନେଇ ଡିଜିପିଙ୍କ ସମୀକ୍ଷା, କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର

    ଛାତ୍ର ସଂସଦ ନିର୍ବାଚନ ନେଇ ଡିଜିପିଙ୍କ ସମୀକ୍ଷା, କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର

    ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି

    ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି

    ଦିନିକିଆ ସୁନାବେଡା ଗସ୍ତ ରେ ଦେଶର ପ୍ରତିରକ୍ଷା ମନ୍ତ୍ରୀ।

    ଦିନିକିଆ ସୁନାବେଡା ଗସ୍ତ ରେ ଦେଶର ପ୍ରତିରକ୍ଷା ମନ୍ତ୍ରୀ।

    ଅନ୍ତ୍ୟୋଦୟ ଗୃହ ଯୋଜନା ରେ ୧୩ ପରିବାର ଙ୍କୁ କାର୍ଯ୍ୟାଦେଶ ବଣ୍ଟନ

    ଅନ୍ତ୍ୟୋଦୟ ଗୃହ ଯୋଜନା ରେ ୧୩ ପରିବାର ଙ୍କୁ କାର୍ଯ୍ୟାଦେଶ ବଣ୍ଟନ

    ସାକ୍ଷୀଙ୍କୁ ଧମକ ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା

    ସାକ୍ଷୀଙ୍କୁ ଧମକ ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା

    ଅଣ ଛାତ୍ରଙ୍କ ଉପରେ କଡା ନଜର ରଖିବାକୁ ସମସ୍ତ SP ଙ୍କୁ ନିର୍ଦେଶ : ଡିଜିପି

    ଅଣ ଛାତ୍ରଙ୍କ ଉପରେ କଡା ନଜର ରଖିବାକୁ ସମସ୍ତ SP ଙ୍କୁ ନିର୍ଦେଶ : ଡିଜିପି