ରାଜ୍ୟପାଳଙ୍କୁ ଭେଟିଲେ ଅସ୍ଥାୟୀ ଡିଜିପି ବିନୟତୋଷ ମିଶ୍ର

Spread the love

ଭୁବନେଶ୍ବର: ଜେଏମଜେ ନ୍ୟୁଜ : ଅନ୍ତରୀଣ ଡିଜିପି ଭାବେ ଆଇପିଏସ ବିନୟତୋଷ ମିଶ୍ର ଦାୟିତ୍ବ ନେବା ପରେ ସୋମବାର ଲୋକଭବନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ତାଙ୍କୁ ଶୁଭେଛା ଜଣାଇଛନ୍ତି।

ବିନୟତୋଷଙ୍କ ନୂତନ ଦାୟିତ୍ୱରେ ରାଜ୍ୟପାଳ ସଫଳତା କାମନା କରିଛନ୍ତି। ଏଥିସହ ଓଡିଶାର ଲୋକଙ୍କ ସୁରକ୍ଷା ଦିଗରେ ବିନୟତୋଷଙ୍କ ଏକ ପୂର୍ଣ୍ଣ କାର୍ଯ୍ୟକାଳ କାମନା କରିଛନ୍ତି।

  • jmjnewso

    Related Posts

    ଛାତ୍ର ସଂସଦ ନିର୍ବାଚନ ନେଇ ଡିଜିପିଙ୍କ ସମୀକ୍ଷା, କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଛାତ୍ର ସଂସଦ ନିର୍ବାଚନ ପାଇଁ ପୋଲିସର ବଡ଼ ପ୍ରସ୍ତୁତି । SP-DCPଙ୍କ ସହ DGPଙ୍କ ସମୀକ୍ଷା । କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର । ଦୀର୍ଘ ୮ ବର୍ଷର…

    ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି

    Spread the love

    Spread the loveଭୁବନେଶ୍ବର: ଜେଏମଜେ ନ୍ୟୁଜ : ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମିଶନ ଶକ୍ତି ପ୍ରେକ୍ଷାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ୧,୭୯,୮୦୯ଟି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କାର ସୁଧ ଫେରସ୍ତ…

    Leave a Reply

    Your email address will not be published. Required fields are marked *

    You Missed

    ଛାତ୍ର ସଂସଦ ନିର୍ବାଚନ ନେଇ ଡିଜିପିଙ୍କ ସମୀକ୍ଷା, କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର

    ଛାତ୍ର ସଂସଦ ନିର୍ବାଚନ ନେଇ ଡିଜିପିଙ୍କ ସମୀକ୍ଷା, କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର

    ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି

    ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି

    ଦିନିକିଆ ସୁନାବେଡା ଗସ୍ତ ରେ ଦେଶର ପ୍ରତିରକ୍ଷା ମନ୍ତ୍ରୀ।

    ଦିନିକିଆ ସୁନାବେଡା ଗସ୍ତ ରେ ଦେଶର ପ୍ରତିରକ୍ଷା ମନ୍ତ୍ରୀ।

    ଅନ୍ତ୍ୟୋଦୟ ଗୃହ ଯୋଜନା ରେ ୧୩ ପରିବାର ଙ୍କୁ କାର୍ଯ୍ୟାଦେଶ ବଣ୍ଟନ

    ଅନ୍ତ୍ୟୋଦୟ ଗୃହ ଯୋଜନା ରେ ୧୩ ପରିବାର ଙ୍କୁ କାର୍ଯ୍ୟାଦେଶ ବଣ୍ଟନ

    ସାକ୍ଷୀଙ୍କୁ ଧମକ ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା

    ସାକ୍ଷୀଙ୍କୁ ଧମକ ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା

    ଅଣ ଛାତ୍ରଙ୍କ ଉପରେ କଡା ନଜର ରଖିବାକୁ ସମସ୍ତ SP ଙ୍କୁ ନିର୍ଦେଶ : ଡିଜିପି

    ଅଣ ଛାତ୍ରଙ୍କ ଉପରେ କଡା ନଜର ରଖିବାକୁ ସମସ୍ତ SP ଙ୍କୁ ନିର୍ଦେଶ : ଡିଜିପି