ପିଏମଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟରେ ୧୦କୋଟି ନିଶା ମୁକ୍ତି ଅଭିଯାନ।

Spread the love

ବୁଗୁଡ଼ା: ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ସ୍ଥିତ ପି ଏମ ଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ରହ୍ମ କୁମାରୀ ଜ୍ଞାନ ବିଜ୍ଞାନ ଭବନ ବୁଗୁଡ଼ାର ମିଳିତ ସହଯୋଗରେ ୧୦ କୋଟି ନିଶା ମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ବିଦ୍ୟାଳୟର ଆଦର୍ଶ ତଥା ନିଷ୍ଠାପର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସରୋଜିନୀ ହାଁସଦାଙ୍କ ସଭାପତିତ୍ୱରେ ଏକ ଦିବସୀୟ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଓଁ ଶାନ୍ତିର ବୁଗୁଡ଼ା ଶାଖାର ପରିଚାଳିକା ବ୍ରହ୍ମ କୁମାରୀ ବିଷ୍ନୁ ପ୍ରିୟା, ବି କରଡ଼ାବାଡ଼ିର ସଖା ପରିଚାଳିକା ବ୍ରହ୍ମ କୁମାରୀ ଲକ୍ଷ୍ମୀ,ସଂଚାଳିକା ବାସନ୍ତୀ କୁମାରୀ ପ୍ରଧାନ ଓ ବାଲିପଦର ଶାଖା ପରିଚାଳିକା ବ୍ରହ୍ମ କୁମାରୀ ବନିତା, ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀ ବଂଶୀଧର ନାୟକଙ୍କ ସମେତ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ନିଶା ଠାରୁ ଦୁରେଇ ରହି ନିଜର ଭବିଷ୍ୟତ ଗଠନ,ସମାଜ ଗଠନ ତଥା ଆଦର୍ଶ ଓ ଆଧ୍ୟାତ୍ମିକ ଜୀବନ ଶୈଳି ଉପରେ ବକ୍ତବ୍ୟ ପ୍ରଦାନ କରି ଛାତ୍ର ଓ ଛାତ୍ରୀ ମାନ ଙ୍କୁ ଅନୁପ୍ରାଣିତ ହେବାକୁ ଦିଗଦର୍ଶନ ଦେଇଥିଲେ। ବ୍ରହ୍ମକୁମାରୀଙ୍କ ଦ୍ୱାରା ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏଥିରେ ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ସମୂହ ସହଯୋଗ ଓ ପରିଚାଳନା କରିଥିଲେ । ଶେଷରେ କ୍ରୀଡ଼ା ଶିକ୍ଷକ ବିଭୁ ପ୍ରସାଦ ନନ୍ଦ ଧନ୍ୟବାଦ୍ ଅର୍ପଣ କରିଥିଲେ ।

  • jmjnewso

    Related Posts

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ଦୀର୍ଘ ଦିନ ପରେ ଖୋଲିଲା ଗଞ୍ଜାମର ପ୍ରସିଦ୍ଧ ମା’ ତାରାତାରିଣୀଙ୍କ ହୁଣ୍ଡି। ହୁଣ୍ଡିରୁ ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା, ରୂପା ଓ ବିଦେଶୀ ମୁଦ୍ରା। ମନ୍ଦିର ପରିସରରେ ଥିବା ୫ଟି ହୁଣ୍ଡି ଖୋଲାଯାଇଥିବା…

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    Spread the love

    Spread the loveବୁଗୁଡ଼ା,୦୪/୧୦ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସରରେ ହିତାଧିକାରୀମାନଙ୍କୁ ସାମାଜିକ ସୁରକ୍ଷା ଭତ୍ତା, ନୂତନ ରାସନ କାର୍ଡ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ…

    Leave a Reply

    Your email address will not be published. Required fields are marked *

    You Missed

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    CMO ରୁ ଫାଇଲ ମିସିଂ ଘଟଣା : ୩ ଜଣଙ୍କ ବୟାନ ରେକର୍ଡ