ପୁଣିଥରେ ରଣ ହୁଙ୍କାର ଦେଲା ବି ଏମଏସ ସଂଗଠନ

Spread the love

କୋରାପୁଟ : ଜେଏମଜେ ନ୍ୟୁଜ (ଦେବାଶ୍ରିତ ପଟ୍ଟନାୟକ ): ପୁଣିଥରେ ରଣ ହୁଙ୍କାର ଦେଲା ବି ଏମଏସ ସଂଗଠନ
କିଛି ଦିନର ବ୍ୟବଧାନ ପରେ ଅଙ୍ଗନବାଡି ଓ ଆଶାକର୍ମୀ ସମେତ ଜୟପୁର ପେପେର ମିଲ ପୁନଃ ଚାଲୁ କରିବାକୁ ଦାବୀ କରି ଭାରତୀୟ ମଜଦୁର ସଙ୍ଘ ର ଜିଲ୍ଲା ସଭାପତି ଙ୍କ ନେତୃତ୍ୱ ରେ ଆଜି ବିଭିନ୍ନ ସଂଗଠନ ସମେତ ଆଶାକର୍ମୀ ଓ ଅଙ୍ଗନବାଡି କର୍ମୀ ସଙ୍ଘ ବି କୋରାପୁଟ ର ରାଜ ରାସ୍ତା ରେ ଗର୍ଜିଛି କେବଳ ସେତିକି ନୁହଁ ରାଜ୍ୟ ଓ କେନ୍ଦ୍ର ସରକାର ଙ୍କୁ ସିଧା ସିଧା ଏଗlର ଦଫା ର ଦାବିପତ୍ର ପଠାଇବା ସହ ଯଥା ଶ୍ରୀଘ୍ର ସମସ୍ୟା ର ସମାଧାନ ପାଇଁ ଚରମ ବାଣୀ ଶୁଣାଇଛି ସମାନ କାମ କୁ ସମାନ ଦରମା ଠୁ ଧରି ସରକାରୀ ସ୍ତର ରେ ମିଳୁଥିବା ବିଭିନ୍ନ ସୁବିଧା ଗୁଡିକୁ ବି ପ୍ରଦାନ କରିବାକୁ ସଙ୍ଘ କହିଛି l ରେଲି ଜିଲ୍ଲା ପାଳ ଙ୍କ ଅଫିସ ସାମ୍ନା ରେ ଗର୍ଜନ ଆଉ ସମୟ ସୀମା କଣ୍ଟ ରେ ଆଜିର ଏହି କାଯ୍ୟକ୍ରମ ସଙ୍ଘ ସମାପ୍ତ କରିଥିବା ବେଳେ ଜିଲ୍ଲା ର ବିଭିନ୍ନ ପ୍ରାନ୍ତ ରୁ ମହିଳା ଆଶାକର୍ମୀ ଓ ଅଙ୍ଗନ ବାଡ଼ି କର୍ମୀ ସମେତ ସଙ୍ଘ ର କର୍ମଜର୍ତ୍ତା ଏଥିରେ ସାମିଲ ହୋଇଥିଲେ l
କୋରାପୁଟ ରୁ ଦେବାଶ୍ରିତ ପଟନାୟକ ଙ୍କ ରିପୋର୍ଟ jmj news

  • jmjnewso

    Related Posts

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ଦୀର୍ଘ ଦିନ ପରେ ଖୋଲିଲା ଗଞ୍ଜାମର ପ୍ରସିଦ୍ଧ ମା’ ତାରାତାରିଣୀଙ୍କ ହୁଣ୍ଡି। ହୁଣ୍ଡିରୁ ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା, ରୂପା ଓ ବିଦେଶୀ ମୁଦ୍ରା। ମନ୍ଦିର ପରିସରରେ ଥିବା ୫ଟି ହୁଣ୍ଡି ଖୋଲାଯାଇଥିବା…

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    Spread the love

    Spread the loveବୁଗୁଡ଼ା,୦୪/୧୦ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସରରେ ହିତାଧିକାରୀମାନଙ୍କୁ ସାମାଜିକ ସୁରକ୍ଷା ଭତ୍ତା, ନୂତନ ରାସନ କାର୍ଡ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ…

    Leave a Reply

    Your email address will not be published. Required fields are marked *

    You Missed

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    CMO ରୁ ଫାଇଲ ମିସିଂ ଘଟଣା : ୩ ଜଣଙ୍କ ବୟାନ ରେକର୍ଡ