ସଂପୂର୍ଣ୍ଣ ବେଆଇନ ଥିଲା ଭି.କେ ପାଣ୍ଡିଆନଙ୍କ 5T ନିଯୁକ୍ତି

Spread the love

‘ଜେଏମଜେ ବ୍ୟୁରୋ : ଫାଇଭ୍-ଟି ସଚିବ ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ ଭାବେ ଭି.କେ. ପାଣ୍ଡିଆନଙ୍କ ନିଯୁକ୍ତି ସମ୍ପୂର୍ଣ ବେଆଇନ ଥିବା ଅଭିଯୋଗ ଆଣିଛନ୍ତି ସୂଚନା ଅଧିକାର କର୍ମୀ । ବିଗତ ବିଜେଡି ସରକାରରେ ସେଭଳି କୌଣସି ବିଭାଗ ନଥିଲା କି ତାଙ୍କର କୌଣସି ଅଫିସ୍ ବି ନଥିଲା । ସୂଚନା ଅଧିକାର ବଳରେ ଏଭଳି ତଥ୍ୟ ମିଳିବା ପରେ, ପାଣ୍ଡିଆନ ପାଇଥିବା ସମସ୍ତ ଦରମା ଓ ଭତ୍ତା ସହ ଆନୁସଙ୍ଗିକ ଖର୍ଚ୍ଚ ତାଙ୍କ ଠାରୁ ଆଦାୟ କରିବାକୁ ଉଠିଲା ଦାବି ।
ଭୁବନେଶ୍ବରରେ ସାମ୍ବାଦିକ ସମ୍ମିଳନୀ କରି ଏଭଳି ଦାବି କରିଛନ୍ତି ଓଡ଼ିଶା ସୂଚନା ଅଧିକାର ଅଭିଯାନର ଆବାହକ ପ୍ରଦୀପ ପ୍ରଧାନ ଓ ପ୍ରକାଶ ଦାଶ । ପାଣ୍ଡିଆନ ରାଜ୍ୟ ସାରା ବୁଲି ବିଭିନ୍ନ ଯୋଜନା ଘୋଷଣା କରିବା ଏବଂ ସମସ୍ତ ବିଭାଗର ସମୀକ୍ଷା କରିବାକୁ ନେଇ ଓସା ପ୍ରଶ୍ନ ଉଠାଇବା ସହିତ, ବର୍ତ୍ତମାନର ସରକାର ଏଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି ।

ତେବେ ଏନେଇ ଭି.କେ ପାଣ୍ଡିଆନ କିମ୍ବା ବିଜେଡି ପକ୍ଷରୁ ପ୍ରତିକ୍ରିୟା ମିଳିପାରିନାହିଁ ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026