ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

Spread the love

ବୌଦ୍ଧ ଜେଏମଜେ ନ୍ୟୁଜ (ପୂର୍ଣ୍ଣ ଚରଣ ସାହୁ )ସାମାଜିକ ସୁରକ୍ଷା ଓ ଭିନ୍ନ କ୍ଷମ ସଶକ୍ତି କରଣ ବିଭାଗ ଆନୁକୂଲ୍ୟରେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ପଞ୍ଚାୟତ ପ୍ରାଙ୍ଗଣରେ ବିଡ଼ିଓ ଶ୍ରୀମତୀ ସାମୀ ରେଡ୍ଡୀ ଜୟଶ୍ରୀ ଙ୍କ ତତ୍ତ୍ୱlବଧାନରେ ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ଯ ଶିବିରରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ,ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନା,ସିଡ଼ିଏମଓ ଡାକ୍ତର ମହେନ୍ଦ୍ର କୁମାର ସାହୁ,ଡିଏସଏସଓ ରାଜେନ୍ଦ୍ର କିସାନ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଯୋଗ ଦେଇ ଭିନ୍ନ କ୍ଷମ ଭାଇ ଭାଇ ଭଉଣୀମାନଙ୍କୁ ଆତ୍ମ ନିର୍ଭର ଶିଳ ଓ ସଶକ୍ତ କରିବା ପାଇଁ ବିଭିନ୍ନ ସହାୟତା ସାମଗ୍ରୀ ବଣ୍ଟନ କରି ଥିଲେl ଏଥିରେ ୧୮୯ ଜଣ ଦିଵ୍ୟାଙ୍ଗ ରେଜିଷ୍ଟ୍ରେସନ କରିଥିଲେ l ଏମାନଙ୍କ ମଧ୍ୟରୁ ଭିନ୍ନକ୍ଷମ ସାଟିର୍ଫିକେଟ- ୮୬ଜଣ , ଭିନ୍ନକ୍ଷମ ଭତ୍ତା ୦୬ ଜଣ ,ବିଧବା ଭତ୍ତା ୦୫ଜଣ , ଫ୍ରୀ ବସ ପାସ ୧୨ ଜଣ ଓ ହୁଇଲ ଚେୟାର ୦୩ ଜଣଙ୍କୁ ପ୍ରଦାନ କରାଯାଇଥିଲା।ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ଜୟ ମହନ୍ତ, ଜିପିଡିଓ ଜ୍ଞାନ ରଞ୍ଜନ ପ୍ରଧାନ, ବିଏସଏସଓ ସୂର୍ଯ୍ୟ ନାରାୟଣ ଦାସ, ପ୍ରୋଗ୍ରାମ ଆସିଷ୍ଟାଣ୍ଟ ନିରୋଜ କୁମାର ପାତ୍ର,ଜୁନିୟର ଆସିଷ୍ଟାଣ୍ଟ ସୁନୀଲ କୁମାର ମହାନ୍ତି,ପିଇଓ ଭୁଲେଶ୍ୱର ନାଗ, ଅନନ୍ତରାମ ବେହେରା ଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ
ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ।

  • jmjnewso

    Related Posts

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    Spread the love

    Spread the loveକୋରାପୁଟ : ଜେଏମଜେ ନ୍ୟୁଜ (ଦେବାଶ୍ରିତ ପଟ୍ଟନାୟକ ): କୋରାପୁଟ ଜିଲ୍ଲା ବୈପାରୀଗୁଡା ବ୍ଲକ ହଳଦୀ କୁଣ୍ଡ ଗ୍ରାମ ର ଶତାଧିକ ପୁରୁଷ ଓ ମହିଳା ଗୋଲକୁଣ୍ଡ ଗ୍ରାମରେ ଗୌଦାବରୀଶ ବିଦ୍ୟାଳୟ ସ୍ଥାପନ ନ କରି ହଳଦୀ କୁଣ୍ଡ…

    ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ

    Spread the love

    Spread the loveବେଗୁନିଆପଡା : ଜେଏମଜେ ନ୍ୟୁଜ (କୃଷ୍ଣ ଚନ୍ଦ୍ର ପଲେଇ ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ସ୍ଥିତ ବାପୁଜୀ ଷ୍ଟାଡିୟମ ଠାରେ ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ବୁଧବାର ଶୁଭାରମ୍ଭ ହୋଇଛି। ଗଞ୍ଜାମ…

    Leave a Reply

    Your email address will not be published. Required fields are marked *

    You Missed

    ବନ୍ଦ ପାଳନ ନେଇ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ: ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ

    ବନ୍ଦ ପାଳନ ନେଇ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ: ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ

    ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀରେ ବନ୍ଦ ରହିବ ଅଟୋ।

    ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀରେ ବନ୍ଦ ରହିବ ଅଟୋ।

    କାଲି ଓଡିଶା ବନ୍ଦ: ହେଲେ ଚାଲିବ ଘରୋଇ ବସ।

    କାଲି ଓଡିଶା ବନ୍ଦ:  ହେଲେ ଚାଲିବ ଘରୋଇ ବସ।

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ

    ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ

    ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ

    ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ