ଭୂମିକମ୍ପରେ ଥରିଲା କୋରାପୁଟ, ଭୟରେ ଘରୁ ବାହାରି ଆସିଲେ ଲୋକେ

Spread the love

କୋରାପୁଟ : ଜେଏମଜେ ନ୍ୟୁଜ : ସାରା ରାଜ୍ୟରେ ବନ୍ୟା ସ୍ଥିତି ସଂଗୀନ ହୋଇପଡ଼ିଛି। ବନ୍ୟା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ କୋରାପୁଟରେ ହୋଇଛି ମୃଦୁ ଭୂମିକମ୍ପ। ମଙ୍ଗଳବାର ରାତି ପ୍ରାୟ ୮ଟା ୪୦ ମିନିଟରେ ଏହି ଭୂମିକମ୍ପ ହୋଇଛି। ମିଳିଥିବା ସୂଚନା ଅନୁସାରେ, କୋରାପୁଟ ଜିଲ୍ଲାର ନାରାୟଣପାଟଣା ଓ ବନ୍ଧୁଗାଁ ଅଞ୍ଚଳରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି ।ତେବେ କିଛି ସେକେଣ୍ଡ ପାଇଁ ଅନୁଭୂତ ହୋଇଥିବା ଏହି ଝଟକାକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଲୋକଙ୍କ କହିବା ଅନୁସାରେ ପ୍ରଥମେ ସେମାନେ କ’ଣ ହେଉଛି ଜାଣିପାରିନଥିଲେ। ଏଭଳି ଦୁଇ ତିନିଥର ହେବା ପରେ ଭୂମିକମ୍ପ ହୋଇଥିବା ଜାଣି ଆତଙ୍କିତ ହୋଇ ଘରୁ ବାହାରି ଆସିଥିଲେ।

  • jmjnewso

    Related Posts

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    Spread the love

    Spread the love ବ୍ରହ୍ମପୁର : ଜେଏମଜେ ନ୍ୟୁଜ : ଛାତ୍ର ସଂସଦ ନିର୍ବାଚନର ବିଜ୍ଞପ୍ତି ଆସିବାର କିଛି ଘଣ୍ଟା ମଧ୍ୟରେ ଖଲ୍ଲିକୋଟ କଲେଜରେ ଦେଖିବାକୁ ମିଳିଛି କିଛି ଛାତ୍ରଙ୍କ ଅରାଜକତା l ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଛାତ୍ରଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ…

    CMO ରୁ ଫାଇଲ ମିସିଂ ଘଟଣା : ୩ ଜଣଙ୍କ ବୟାନ ରେକର୍ଡ

    Spread the love

    Spread the loveଜେଏମଜେ ବ୍ୟୁରୋ : କନ୍ଧମାଳ ଦଙ୍ଗା କମିଶନ ଫାଇଲ ହଜିବା ଘଟଣାରେ କ୍ରାଇମବ୍ରାଞ୍ଚ ନୋଟିସ କରିଥିବା ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି । ଏନେଇ ଆଇଜିପି ସାର୍ଥକ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି ।ଭିକେ ପାଣ୍ଡିୟାନ, ମନୋଜ ମିଶ୍ର…

    Leave a Reply

    Your email address will not be published. Required fields are marked *

    You Missed

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    CMO ରୁ ଫାଇଲ ମିସିଂ ଘଟଣା : ୩ ଜଣଙ୍କ ବୟାନ ରେକର୍ଡ

    CMO ରୁ ଫାଇଲ ମିସିଂ ଘଟଣା : ୩ ଜଣଙ୍କ ବୟାନ ରେକର୍ଡ

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ