ଟି.ଏମ.ଏସ.ଓ କର୍ମ କର୍ତ୍ତାଙ୍କ ଦ୍ୱାରା ଆହତ ବଳଦ ଉଦ୍ଧାର

Spread the love

ଭଞ୍ଜନଗର : ଜେଏମଜେ ନ୍ୟୁଜ (ପୁରୁଷୋତ୍ତମ ମହାପାତ୍ର ): ଗତ ଦୁଇ ହେଲା ଭଞ୍ଜନଗର ବାଇ ପାସ ରୋଡ ଗୋଟାଏ ବଳଦ କୁ ଅଜଣା ଗାଡି ଧକ୍କା ଦେଇ ଥିଲା ଫଳରେ ବଳଦ ଟି ଗୁରୁତର ହୋଇ ରାସ୍ତା କଡରେ ପଡି ଛଟପଟ ହେଉଥିଲା।ସ୍ଥାନୀୟ ବାସିନ୍ଦା ଙ୍କ ଠାରୁ ଖବର ପାଇବା ପରେ ଭଞ୍ଜନଗର ଅଞ୍ଚଳ ର ଅଗ୍ରଣୀ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ଅନୁଷ୍ଠାନ ର କର୍ମକର୍ତ୍ତା ମାନେ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ବଲଦକୁ ଉଦ୍ଧାର କରିବା ପରେ ତାହାର ଚିକିତ୍ସା କରିବା ସହ କ୍ଷତ ସ୍ଥାନ ରେ ଔଷଧ ଲଗାଯାଇଥିଲା।ଗୁରୁତର ବଳଦ ର ଗୋଡ଼ ରେ ଗଭୀର ଆଘାତ ଲାଗିଥିବାରୁ ସେ ଠିକ ରେ ଛିଡା ହୋଇ ପାରୁ ନ ଥିଲା ତେଣୁ ପଶୁ ଡାକ୍ତରଙ୍କୁ ଡକାଇ ଉତ୍ତମ ଚିକିତ୍ସା ବ୍ୟବସ୍ଥା କରାଯାଇଛି।ଗୁରୁତର ବଳଦ କୁ ପନିପରିବା ଓ ପାଣି ପିଇବାକୁ ଦିଆଯାଇଛି।ବର୍ତ୍ତମାନ ଚିକିତ୍ସା ପାଇବା ପରେ ଗୋରୁ ଟି ସୁସ୍ଥ ଅଛି।ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ଅନୁଷ୍ଠାନ ର ଏହି ମହତ କାମ ପାଇଁ ସ୍ଥାନୀୟ ଜନସାଧାରଣ ସାଧୁବାଦ ଜଣାଇଥିଲେ।ସୂଚନାଯୋଗ୍ୟ ଘୁମୁସର ଅଞ୍ଚଳ ର ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ଅନୁଷ୍ଠାନ ସମାଜର ସେହି ଅସହାୟ ଲୋକଙ୍କୁ ସାହାଯ୍ୟ ର ହାତ ବଢ଼ାଇବ ଯେଉଁଠାରେ ସରକାରୀ ସାହାଯ୍ୟ ପହଞ୍ଚି ପାରୁନି।

  • jmjnewso

    Related Posts

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    Spread the love

    Spread the loveକୋରାପୁଟ : ଜେଏମଜେ ନ୍ୟୁଜ (ଦେବାଶ୍ରିତ ପଟ୍ଟନାୟକ ): କୋରାପୁଟ ଜିଲ୍ଲା ବୈପାରୀଗୁଡା ବ୍ଲକ ହଳଦୀ କୁଣ୍ଡ ଗ୍ରାମ ର ଶତାଧିକ ପୁରୁଷ ଓ ମହିଳା ଗୋଲକୁଣ୍ଡ ଗ୍ରାମରେ ଗୌଦାବରୀଶ ବିଦ୍ୟାଳୟ ସ୍ଥାପନ ନ କରି ହଳଦୀ କୁଣ୍ଡ…

    ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ

    Spread the love

    Spread the loveବେଗୁନିଆପଡା : ଜେଏମଜେ ନ୍ୟୁଜ (କୃଷ୍ଣ ଚନ୍ଦ୍ର ପଲେଇ ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ସ୍ଥିତ ବାପୁଜୀ ଷ୍ଟାଡିୟମ ଠାରେ ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ବୁଧବାର ଶୁଭାରମ୍ଭ ହୋଇଛି। ଗଞ୍ଜାମ…

    Leave a Reply

    Your email address will not be published. Required fields are marked *

    You Missed

    ବନ୍ଦ ପାଳନ ନେଇ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ: ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ

    ବନ୍ଦ ପାଳନ ନେଇ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ: ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ

    ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀରେ ବନ୍ଦ ରହିବ ଅଟୋ।

    ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀରେ ବନ୍ଦ ରହିବ ଅଟୋ।

    କାଲି ଓଡିଶା ବନ୍ଦ: ହେଲେ ଚାଲିବ ଘରୋଇ ବସ।

    କାଲି ଓଡିଶା ବନ୍ଦ:  ହେଲେ ଚାଲିବ ଘରୋଇ ବସ।

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ

    ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ

    ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ

    ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ